ଗତ ୨୪ଘଣ୍ଟାରେ ଚିହ୍ନଟ ହେଲେ ୧୧୬୨୩ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୧୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୬୦୦୩ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୫୦୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୧୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୨୬୦୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୦୩୭୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୧୨୯୯୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୫୦୬୭୪୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *