ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୮୬ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୨୨୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୬୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୨୦ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୨୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୦ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୧ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୨୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦ

Leave a Reply

Your email address will not be published. Required fields are marked *