ଆଜି ମାର୍ଚ୍ଚ ୦୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି କାମ ହାସଲ କ୍ଷେତ୍ରରେ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ । ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ । ବ୍ୟବସାୟକୁ ଆଗକୁ ବଢାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ
ଅନିୟମିତ ଆହାର ଗ୍ରହଣରେ ଶରୀର କଷ୍ଟ ଅନୁଭବ କରିପାରନ୍ତି । ଉପରିସ୍ଥଙ୍କ ଅନୁକମ୍ଫାରୁ କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ମିଳିବ । ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଉତ୍ତମ ଫଳ ପାଇବେ ।
ମିଥୁନ
ଆଜି ଦିନଟିରେ ମନୋରଞ୍ଜନ ପ୍ରୀତିପ୍ରଦ ହେବ । ଆପଣଙ୍କର କାର୍ଯ୍ୟଶୈଳୀର ପ୍ରଶଂସା କରି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ
ବାରମ୍ବାର ପାଇବା ଜିନିଷର ଅନିଶ୍ଚିତତା ମନରେ ଗଭୀର ଆଲୋଡନ ସୃଷ୍ଟି କରିବ । କର୍ମକ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଅସ୍ଥିରତା ଲାଗି ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ସିଂହ
ବନ୍ଧୁମାନଙ୍କ ହସ୍ତକ୍ଷେପ ଫଳରେ ଦୀର୍ଘ ଦିନରୁ ରହି ଆସିଥିବା ସମସ୍ୟା ସମାଧାନ ହୋଇଯିବ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିରେ ବିଚାର କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କନ୍ୟା
ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । କର୍ମକ୍ଷେତ୍ରରେ ଈର୍ଷା ଓ ଅସୂୟାଜନିତ ଶତ୍ରୁତା ଯୋଗୁ ସାମୟିକ ବିଚଳିତ ବୋଧ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ତୁଳା
ବହୁ ବିଳମ୍ବରେ କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବ । ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ । କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।
ବିଛା
ଆନୁ ।ନିକ କାମ ସକାଶେ ଆଜିର ବନ୍ଧୁଙ୍କ ସହ-ଯୋଗ ଆଶା ନିରର୍ଥକ ହେବ ନାହିଁ । ଶୁଭ କାର୍ଯ୍ୟରେ ଯୋଗ ଦେଇ ଦୀର୍ଘ ଦିନର ଅଦେଖା ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ଧନୁ
ଅତୀତ କଥାକୁ କେନ୍ଦ୍ର କରି ମାନସିକ ସ୍ଥିତି ଭଲ ରହିବ ନାହିଁ । ବନ୍ଧୁଙ୍କ ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରିପାରିବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମକର
ଶାରୀରିକ ଅସୁସ୍ଥତା କର୍ମକ୍ଷେତ୍ରକୁ ସ୍ଥଗିତ ରଖିବ । ବନ୍ଧୁମାନଙ୍କ ସାହାର୍ଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବିଶ୍ୱାସ ହେଲା ଭଳି କାମ କରି ଉପକୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
କୁମ୍ଭ
ସମସ୍ୟାକୁ ନିୟନ୍ତ୍ରଣ କରିବା ସକାଶେ ପ୍ରିୟ କଥା କହି ସମ୍ଭାଳି ନେବେ । ସରଳ ବିଶ୍ୱାସ କରି ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମୀନ
ମାନସିକ ଅସୁସ୍ଥତା ଲାଗି ରହିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଲାଗି ରହିବ । ଯେକୌଣସି କ୍ଷେତ୍ରରେ ହେଉନା କାହିଁକି ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।