ଆଜି ମାର୍ଚ୍ଚ ୦୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ସାମୟିକ ପ୍ରତିବନ୍ଧକ ଥିଲେ ମଧ୍ୟ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖୀ ହେବେ ।

ବୃଷ

ବନ୍ଧୁମାନଙ୍କ ସାହାର୍ଯ୍ୟରେ ଆର୍ଥିକ ସମସ୍ୟା ଦୂର ହେବ । କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ

ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ । ନିରୁଦ୍ଦିଷ୍ଟ ବ୍ୟକ୍ତିଙ୍କ ଖୋଜ ଖବର ପାଇପାରନ୍ତି । କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
କର୍ମଜୀବି- ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଶ୍ରମ ସାର୍ଥକ ହେବ ।

କର୍କଟ

ଦୂରଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରହିବା ଭଲ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ସିଂହ

ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । କାର୍ଯ୍ୟ ବ୍ୟସ୍ତତା ଯୋଗୁ ବିଶ୍ରମର ଅବସର ପାଇବେ ନାହିଁ । ଭ୍ରାତୃ ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା

ନିକଟ ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ଅପଦସ୍ଥ ହେବେ । ଚିନ୍ତା କରିଥିବା କାମଗୁଡିକ ବାସ୍ତବରେ ଓଲଟା ହେବ । ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା

ଆଜି ଦିନଭିତରେ ଭାବୁଥିବା କାମଟିକୁ ଶେଷ କରିପାରିବେନି । ବନ୍ଧୁମାନେ ଅସହ-ଯୋଗ ମନୋବୃତ୍ତି ପୋଷଣ କରିବେ । ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।

ବିଛା

ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ବ୍ୟବସାୟରେ ମତାନ୍ତର ଦେଖା ଦେଇପାରେ । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୨ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ

ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । ବନ୍ଧୁଙ୍କ ପରାମର୍ଶରେ ନୂତନ କର୍ମସସ୍ଥାନ ପାଇଁ ମନ ବଳିବ । ଧୈର୍ଯ୍ୟର ସହ ସବୁ କାର୍ଯ୍ୟ ସମାପନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର

ଘରେ ବନ୍ଧୁମିଳନ ଘଟି ଆମୋଦ ପ୍ରମୋଦର ସୁଅ ଛୁଟିବ । ଚାକିରିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ

ପ୍ରତିବେଶୀ ସୌହାର୍ଦ୍ଦରୁ ଉପକୃତ ହେବେ । ବନ୍ଧୁଙ୍କ ଅଯାଚିତ ଆଦର ଓ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ରୋଜଗାର ପନ୍ଥା ଖୋଲିଯିବାରୁ ମନ ଆନନ୍ଦିତ ରହିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମୀନ

ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖଭାରା ଦିନଟି ।

 

Leave a Reply

Your email address will not be published. Required fields are marked *