କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ୪୨୮ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
3.A 83 years old Male of Cuttack District who was also suffering from Diabetes Mellitus.
4.A 25 years old Male of Puri District who was also suffering from Nil.
— H & FW Dept Odisha (@HFWOdisha) September 14, 2021
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୭୨୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୨୯୦ଟି ଆକ୍ଟିଭ୍ କେସ୍ ରହିଥିବା ଏବେ ସୁଦ୍ଧା ରାଜ୍ୟରେ ୧୮୯୫୩୧୬୩ସାମ୍ପୁଲ ଟେଷ୍ଟ୍ ହୋଇଛି ।