ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଶ
ନିଜ ଇଚ୍ଛା ଅନୁସାରେ ଫଳ ପାଇବେ । ଆୟ ଆଶାନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଯଶସ୍ୱୀ ହେବ । ଲୋକପ୍ରିୟତା ଅର୍ଜନ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ବୃଷ
ଦେଶଦର୍ଶନର ସୁଯୋଗ ମିଳିବ । କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଶରୀର ସୁସ୍ଥ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ
ଲାଗି ଥିବା ବିବାଦର ସୁ-ସମାଧାନ ହେବ । ଘାତଚନ୍ଦ୍ର ଥାଇ ବି ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହୋଇପାରେ । ଭୋଗ-ବିଳାସ କରିପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ
ବ୍ୟବସାୟ ଲାଭଜନକ ହେବ । ସାମାନ୍ୟ ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ସିଂହ
ଧନ ପ୍ରାପ୍ତ ହେବାର ସୂଚନା ମିଳୁଛି । ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିପାରେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବା ପ୍ରତି ମନ ବଳାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କନ୍ୟା
ନୂତନ ଯୋଜନା ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ । ମନରେ ଗର୍ବଭାବ ଉଦ୍ରେକ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ତୁଳା
ଆୟ ଆଶାନୁରୂପ ହେବ । ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବିଛା
ଉଦାର ପ୍ରକୃତିର ହେବେ । ଦାନଶୀଳ ହୋଇପାରନ୍ତି । ସୁଖୀ ହେବ । ଶୋଭନ ବ୍ୟକ୍ତିତ୍ୱର ପରିଚୟ ସୃଷ୍ଟି କରିବେ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ଧନୁ
ଅଟକି ଥିବା କାର୍ଯ୍ୟରେ ଆଗକୁ ବଢିପାରନ୍ତି । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମିଷ୍ଟଭାଷୀ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର –
ବନ୍ଧୁଙ୍କ ସହିତ ମାନ-ମନାନ୍ତର ଘଟିପାରେ । ଆଶାବାଦି ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ମାନବୀୟ ଗୁଣର ଅଧିକାରୀ ହେବେ । ମିତ୍ର ସୁଖ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କୁମ୍ଭ
ଶ୍ରୀ ଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ସୁସ୍ଥ ଓ ନିରାମୟ ରହିବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମୀନ
ଅଭାବ ଦୂରେଇ ଯିବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ