ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୬ କରୋନା ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୫୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ … Read More
ମେଷ ଆଜି ଅତୀତ ସ୍ମୃତିର ଅଜଣା ଆବେଗରେ ମନ ଉତ୍-ଫୁଲ୍ଲିତ ରହିବ । କୌଣସି ପ୍ରିୟବନ୍ଧୁଙ୍କ ସହ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆନୁ ।ନିକ କାମରେ ସହ-ଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ । … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁ ଲ୍ଲକର । ୮୩ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି। ପ୍ରଫୁଲ୍ଲ କରଙ୍କ ଦେହାନ୍ତ ହୋଇଛି ବାଲି ତାଙ୍କ ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ଭୁବନେଶ୍ୱରରେ ଥିବା ବାସଭବନରେ … Read More
ରାଉରକେଲା, (ଓଡିଶା ଟାଇମ୍): ଜାରି ରହିଥିବା ଆଇପିଏଲକୁ ନେଇ ଚଳଚଞ୍ଚଳ ହୋଇ ଉଠିଛି ବେଟିଂ ବଜାର । ଓଡ଼ିଶାର ବୀରମୁତ୍ରପୁର ଅଞ୍ଚଳରେ ଆଇପିଏଲ ବେଟିଂ ଚାଲିଥିବା ସମୟରେ ପୋଲିସ ଚଢାଉ କରି ୯ ଜଣଙ୍କୁ ଗିରଫ କରିଛି । କୁଅାଁରମୁଣ୍ଡା ଫାଣ୍ଡି … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ଆଗାମୀ ଚାରି ରୁ ୫ ଦିନ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇପାରେ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା,ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, … Read More
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଶନିବାର ହନୁମାନ ଜୟନ୍ତୀ ଶୋଭାଯାତ୍ରାରେ ଦିଲ୍ଲୀ ଜାହାଙ୍ଗୀରପୁରାରେ ଦୁଇ ସମ୍ପ୍ରଦାୟ ମଧ୍ୟରେ ମାର୍ପିଟ ହୋଇଥିଲା। ଏଥିରେ ପୋଡ଼ାଜଳା ହେବା ସହିତ କିଛି ପୁଲିସ ଅଫିସର ଆହତ ମଧ୍ୟ ହୋଇଥିଲେ। ଏହି ମାମଲାରେ ୯ ଜଣଙ୍କୁ ଗିରଫ କରାଯାଇିଛି। … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦେ୍ଧାତ୍ସବ। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦେ୍ଧାତ୍ସବ ଉପଲକ୍ଷେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସୂଚନା ଓ ଲୋକ … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୨୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ … Read More
ପୁରୀ, (ଓଡିଶା ଟାଇମ୍): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀକ୍ଷେତ୍ର ଧାମ ପୁରୀକୁ ବର୍ଷସାରା ଦେଶ ବିଦେଶରୁ ବହୁ ପର୍ଯ୍ୟଟକ ଆସିଥାନ୍ତି । ଏହି ଅବସରରେ ପୁରୀ ସମୁଦ୍ରରେ ସ୍ନାନ କରିବାର ମଜା ଉଠାଇବାକୁ କେହି ଭୁଲନ୍ତି ନାହିଁ । ପୁରୀ ବେଳାଭୂମିରେ ମଜା … Read More
ଭୁବନେଶ୍ବର, (ଓଡିଶା ଟାଇମ୍): ଏଥର ଖରାଛୁଟି ମାତ୍ର ୧୧ଦିନ । ଜୁନ୍ ୬ରୁ ୧୬ ଯାଏଁ ସ୍କୁଲରେ ଖରା ଛୁଟି ଘୋଷଣା । କୋଭିଡ଼ ପାଇଁ ପାଠପଢା ବ୍ୟାହତ ହୋଇଥିବାରୁ ଖରାଛୁଟି କାଣ୍ଟଛାଣ୍ଟ କରାଯାଇଛି ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି … Read More