ଦେଶରେ ଆଉ ୯୭୫ ନୂଆ ସଂକ୍ରମିତ ଚିହ୍ନଟ ; ଆରୋଗ୍ୟ ହାର ୯୮.୭୬%
ନୂଆଦିଲ୍ଲୀ, (ଓଡିଶା ଟାଇମ୍): ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦିନେ ବୃଦ୍ଧି ଓ ଦିନେ ହ୍ରାସ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୯୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୦,୪୦,୯୪୭କୁ ବୃଦ୍ଧି ପାଇଛି। ସେହିପରି … Read More