ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର, (ଓଡିଶା ଟାଇମ୍): ଶନିବାର ରାଜ୍ୟ କ୍ୟାବିନେଟ୍‌ର ବୈଠକ । ଲୋକସେବା ଭବନରେ ସଂଧ୍ୟା ସମୟରେ ବସିବ କ୍ୟାବିନେଟ ବୈଠକ । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ବାଜିବାର ସମ୍ଭାବନା ରହିଛି ।

ତେବେ ଶନିବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୫ଟା ୩୦ରେ ବସିବ କ୍ୟାବିନେଟ୍‌ ବୈଠକ । ଏହି କ୍ୟାବିନେଟ୍‌ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭର୍ଚୁଆଲ ମୋଡରେ ଯୋଗ ଦେବେ ବୋଲି ଜଣାପଡ଼ିଛି`। ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ବାଜିବାର ସମ୍ଭାବନା ରହିଛି ।

Leave a Reply

Your email address will not be published. Required fields are marked *