ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ୧୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର, (ଓଡିଶା ଟାଇମ୍): ସରିଲା ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍‌ ବୈଠକରେ ୧୬ ପ୍ରସ୍ତାବ ଉପରେ ମୋହର ଲାଗିଛି । ଲୋକସେବା ଭବନ ଆଜି ବସିଥିଲେ କ୍ୟାବିନେଟ୍‌ ବୈଠକ ।

ଖବର ଅନୁଯାୟୀ, ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭିସି ଜରିଆରେ ବସିଥିଲେ କ୍ୟାବିନେଟ୍‌ ବୈଠକ । ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମୋହର ଲାଗିଛି । ବୈଠକ ଶେଷ ପରେ ମୋଟ ୧୬ ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ଜଣାପଡିଛି ।

Leave a Reply

Your email address will not be published. Required fields are marked *