ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭର ହେବ ଭାରତ, ବ୍ୟାନ୍‌ ହେଲା ୧୦୧ ସାମରିକ ଉପକରଣ ଆମଦାନୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଆଜି ଏକ ଗୁରୁତ୍ଵପୂର୍ଣ୍ଣ ଘୋଷଣା କରିଛନ୍ତି । ଆତ୍ମନିର୍ଭର ଭାରତକୁ ପ୍ରୋତ୍ସାହନ ଦେବାକୁ ପ୍ରତିରକ୍ଷା କ୍ଷେତ୍ରରେ ଆମଦାନୀ ହେଉଥିବା ୧୦୧ ଉପକରଣ ଉପରେ ବ୍ୟାନ୍ ଲଗାଇଛନ୍ତି ସରକାର ଏବେ ଏହିସବୁ … Read More

ବଲିଉଡ ଅଭିନେତା ସଞ୍ଜୟ ଦତ୍ତ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ, (ଓଡିଶା ଟାଇମ୍) :ବଲିଉଡ ଆକ୍ଟର ସଞ୍ଜୟ ଦତ୍ତ ଅସୁସ୍ଥ ହୋଇପଡ଼ିଛନ୍ତି । ତାପରେ ତାଙ୍କୁ ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଅନ୍ୟପଟେ ତାଙ୍କର … Read More

କରୋନାରୁ ସୁସ୍ଥ ହେଲେ ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନାରୁ ସୁସ୍ଥ ହେଲେ ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନ । ଆଜି ତାଙ୍କର କରୋନା ଟେଷ୍ଟ ହୋଇଥିଲା ଯେଉଁଥିରୁ ତାଙ୍କର ରିପୋର୍ଟ ନେଗେଟିଭ୍ ଆସିଥିବା ଟ୍ୱିଟ୍ କରି ଅଭିଷେକ ସୂଚନା ଦେଇଛନ୍ତି । ଟ୍ୱିଟ୍ କରି … Read More

ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ ଚନ୍ଦ୍ର ମୁର୍ମୁ । ଓଡ଼ିଆ ଆଇଏଏସ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ ସମାରୋହରେ … Read More

ଦେଶର ନୂଆ CAG ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଓଡ଼ିଶାରେ ଜନ୍ମିତ ଗିରୀଶ ଚନ୍ଦ୍ର ମୁର୍ମୁ ହେଲେ ଦେଶର ନୂଆ କମ୍ପଟ୍ରୋଲର ଏଣ୍ଡ ଅଡିଟର ଜେନେରାଲ(ସିଏଜି)। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ସିଏଜି ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଆଜି ବିଜ୍ଞପ୍ତି … Read More

ପ୍ରକାଶ ପାଇଲା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ: ପ୍ରଦୀପ ସିଂହ ହେଲେ ଆଇଏଏସ୍‌ ଟପ୍ପର, ୧୦ ଜଣଙ୍କ ମଧ୍ୟରେ ୨ ଓଡ଼ିଆ

ଭୁବନେଶ୍ବର, (ଓଡିଶା ଟାଇମ୍) : ପ୍ରକାଶ ପାଇଲା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳାଫଳ। ଆଇଏଏସ୍‌, ଆପିଏସ୍‌, ଆଇଆର୍‌ଏସ୍‌, ଆଇଏଫ୍‌ସ ଆଦି ବିଭିନ୍ନ ବର୍ଗର ପରୀକ୍ଷାର୍ଥୀଙ୍କୁ ମିଶାଇ ସମୁଦାୟ ୮୨୯ ଜଣ କୃତକାର୍ଯ୍ୟ ହୋଇଛନ୍ତି। ଏହି ପରୀକ୍ଷାରେ ଚଳିତବର୍ଷ ଟପ୍ପର ହୋଇଛନ୍ତି ପ୍ରଦୀପ … Read More

ସୁସ୍ଥ ହୋଇ ଘରକୁ ଫେରିଲେ ଅମିତାଭ ବଚନ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନାରୁ ସୁସ୍ଥ ହେଲେ ବଲିଉଡ ଅଭିନେତା ଅମିତାଭ ବଚ୍ଚନ । ରିପୋର୍ଟ ନେଗେଟିଭ୍ ଆସିବା ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ବିଗ୍ ବି । ଏନେଇ ଟ୍ୱିଟ ମାଧ୍ୟମରେ ସୂଚନା ଦେଲେ ଅଭିଷେକ … Read More

ଗୃହମନ୍ତ୍ରୀ ଅମିତ ଶାହାଙ୍କୁ କରୋନା

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏନେଇ ସେ ନିଜେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । କହିଛନ୍ତି ଯେ, ତାଙ୍କଠାରେ କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖିବାକୁ ମିଳିଥିଲା । ଏହାପରେ ଟେଷ୍ଟ … Read More

ଖାଇବା ସମୟରେ ଖାଆନ୍ତୁ ପିଆଜ, କ୍ୟାନସର, ହୃଦଘାତ ଭଳି ମାରାତ୍ମକ ରୋଗରୁ ପାଇବେ ମୁକ୍ତି

(ଓଡିଶା ଟାଇମ୍) :ଖାଦ୍ୟ ଖାଇବା ସମୟରେ ପିଆଜ ଖାଇବା ଲାଭ ଦାୟକ ହୋଇଥାଏ । କଂଚା ପିଆଜ ଖାଇବା ଦ୍ୱାରା କିଛି ବି ରୋଗ ହୋଇନଥାଏ । ଏବେ କଂଚା ପିଆଜର ଔ୍ୟଷଧୀୟ ଗୁଣର ଖୁଲାସା ହୋଇଛି । ପିଆଜ ଖାଇବା … Read More

ଭୁବନେଶ୍ୱରରେ ଖୋଲିବ ସମସ୍ତ ସପିଂ ମଲ୍, ବିଏମସିର ପକ୍ଷରୁ ଏସଓପି ଜାରି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜଧାନୀ ଭୁବନେଶ୍ୱରରେ ଖୋଲିବ ସପିଂ ମଲ୍ । ସର୍ତ୍ତ ସହ ମଲ୍ ଖୋଲିବାକୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଅନୁମତି ଦିଆଯାଇଛି। ରାଜଧାନୀରେ ଖୋଲିବାକୁ ଥିବା ସବୁ ସପିଂ ମଲ୍ ପାଇଁ ପୂରା ଏସଓପି ଜାରି … Read More