ପରଲୋକରେ ରାଜ୍ୟସଭା ସାଂସଦ ଅମର ସିଂ

ଉତ୍ତରପ୍ରଦେଶ, (ଓଡିଶା ଟାଇମ୍) : ଉତ୍ତରପ୍ରଦେଶର ବରିଷ୍ଠ ରାଜନେତା ତଥା ରାଜ୍ୟ ସଭା ସାସଂଦ ଅମର ସିଂଙ୍କର ନିଧନ ହୋଇଛି । ସିଙ୍ଗାପୁରରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ୨୦୧୩ରେ ଅମର ସିଂଙ୍କ କିଡନୀ ଅଚଳ ହୋଇଯାଇଥିଲା । … Read More

ଲକ୍ ଡାଉନରେ ତିନିଗୁଣା ଲାଭ କରିଛି ରିଲାଏନ୍ସ ଜିଓ

ମୁମ୍ବାଇ: ଚଳିତ ଆର୍ଥିକ ବର୍ଷର ଏପ୍ରିଲ୍ ରୁ ଜୁନ୍ ୨୦୨୦ ପର୍ଯ୍ୟନ୍ତ ପ୍ରଥମ ତ୍ରୟମାସରେ ରିଲାଏନ୍ସ ଜିଓର ନିଟ୍ ଲାଭରେ ୧୮୩ ପ୍ରତିଶତ ବୃଦ୍ଧି ଘଟି ଏହା ୨୫୨୦ କୋଟି ଟଙ୍କାରେ ପହଞ୍ଚିଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି । ଗତ … Read More

ହଟିଲା ରାତ୍ରକାଳୀନ କର୍ଫ୍ୟୁ ଅଗଷ୍ଟ ପହିଲାରୁ ସାରା ଦେଶରେ ଲାଗୁ ହେବ ଅନ୍ ଲକ୍-3

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ଭୂତାଣୁ ପାଇଁ କେନ୍ଦ୍ର ସରକାର ବୁଧବାର ଅନଲକ୍‌-୩ ଗାଇଡଲାଇନ ଜାରି କରିଛନ୍ତି। ଏଥିରେ ଦେଶବାସୀଙ୍କ ପାଇଁ କଟକଣା ସାମାନ୍ୟ କୋହଳ କରାଯାଇଛି। ବିଶେଷକରି ରାତ୍ରକାଳୀନ କର୍ଫ୍ୟୁକୁ ସରକାର ଉଠାଇ ଦେଇଛନ୍ତି। ଏଣିକି ରାତିରେ ସାଧାରଣ … Read More

ପ୍ରକାଶ ପାଇଲା ମାଟ୍ରିକ୍ ରେଜଲ୍ଟ, ପାସ ହାର ୭୮.୭୬%

ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ପାସ ହାର ୭୮.୭୬% ରହିଛି। ଭିଡିଓ ରିଲିଜ ଜରିଆରେ ବିଦ୍ୟାଳୟ ଓ  ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଛନ୍ତି। … Read More

ଅଯଥା ଚର୍ଚ୍ଚା: ବବି ହେବେ ଉପମୁଖ୍ୟମନ୍ତ୍ରୀ

ଦିନକୁ ହଜାରେ ରୁ ବାରଶ’ ସଂଖ୍ୟାରେ କରୋନା ରୋଗୀଙ୍କ ସଂଖ୍ୟା ରାଜ୍ୟରେ ବଢ଼ୁଛି। ନିୟନ୍ତ୍ରଣ କରିବା ପାଇଁ ସରକାର ଲାଗୁ କରିଥିବା ଅତିରିକ୍ତ ୩-ଟି ବ୍ୟବସ୍ଥା କେମିତି କାର୍ଯ୍ୟକରୁଛି ତାହା ଏଥିରୁ ସ୍ପଷ୍ଟ। ଚାରିଆଡ଼େ ଲକ୍‌ଡାଉନ୍‌, ଶଟ୍‌ ଡାଉନ୍‌ ବଳବତ୍ତର ରହିଛି। … Read More

ସମ ହସ୍ପିଟାଲରେ କୋଭିଡ 19 ଭ୍ୟାକସିନର ମାନବ ପରୀକ୍ଷଣ ଆରମ୍ଭ

ଭୁବନେଶ୍ୱର, (ଓଡିଶା ଟାଇମ୍) : କରୋନା ମହାମାରୀର ମୁକାବିଲା କରିବା ନିମନ୍ତେ କୋଭିଡ-19 ଭ୍ୟାକସିନର ମାନବ ପରୀକ୍ଷଣ ଆଜି ଇଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ସମ୍ ହସ୍ପିଟାଲରେ ଆରମ୍ଭ ହୋଇଛି । ସମ୍ ହସ୍ପିଟାଲରେ ଏହି ପରୀକ୍ଷଣ ନିମନ୍ତେ ଗତ … Read More

ଆରପାରିରେ ଆଲ୍‌ବମ୍ ଅଭିନେତ୍ରୀ ଦୀପା ସାହୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆରପାରିରେ ଆଲ୍‌ବମ୍ ଅଭିନେତ୍ରୀ ଦୀପା ସାହୁ । କ୍ୟାନସର ପାଇଁ ଚିକିତ୍ସା ଚାଲିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ ଅଭିନେତ୍ରୀ ଦୀପା ବର୍ଷେ ହେବ ଗର୍ଭାଶୟ କର୍କଟରେ ପୀଡ଼ିତ ଥିଲେ। … Read More

ଜୁଲାଇ ୨୯ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଚଳିତ ମାସ ଜୁଲାଇ ୨୯ରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ଏନେଇ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ୨ଟି ୱେବସାଇଡ ଓ ଏସଏମଏସରେ … Read More

ରାଜ୍ୟ ସରକାରଙ୍କୁ ୧୦ଟି ପ୍ରଶ୍ନ ପଚାରିଲେ ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ

ଭୁବନେଶ୍ବର, (ଓଡିଶା ଟାଇମ୍) :କୋରୋନା ସଙ୍କଟ ସମୟରେ ରାଜ୍ୟ ସରକାର ଅର୍ଥନୈତିକ ଆତଙ୍କ ସୃଷ୍ଟି କରୁଥିବା ଅଭିଯୋଗ ଆଣିଲା କଂଗ୍ରେସ । ଏଥିରେ ଏକ ଉଦେଶ୍ୟ ଅଛି । ଲୋକଙ୍କୁ ଆତଙ୍କ ଭିତରକୁ ଠେଲିଦେଇ ନିଜେ ଖସିଯିବାକୁ ସରକାର ଚାହୁଁଛନ୍ତି ବୋଲି … Read More

ଆଦିତ୍ୟଙ୍କ ସାଙ୍ଗ ବିଶ୍ୱମୋହନଙ୍କୁ ଜେରା କଲା ଜିଆର୍‌ପି

ଭୁବନେଶ୍ବର, (ଓଡିଶା ଟାଇମ୍) : ଏବେବି ରହସ୍ୟ ଘେରରେ ମୋଟିଭେସନାଲ୍ ସ୍ପିକର୍ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ । ଏହି ଘଟଣାରେ ଜିଆର୍‌ପି ଜଣଙ୍କ ପରେ ଜଣଙ୍କୁ ଜେରା କରି ସାରିଥିବା ବେଳେ ଆଦିତ୍ୟଙ୍କ ଆଉ ଜଣେ ବନ୍ଧୁଙ୍କୁ … Read More