ସତ୍ୟନଗର ଶ୍ମସାନରେ ହେବ ବିଜୟ ମହାନ୍ତିଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଆ ସିନେମାର ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ଘଟିଛି । ଗତ କାଲି ସନ୍ଧ୍ୟାରେ ତାଙ୍କର ଅବସ୍ଥା ଗୁରୁତର ହେବା ପରେ କେୟାର ହସ୍ପିଟାଲଲରେ ଭର୍ତି କରାଯାଇଥିଲା । ମାତ୍ର ସେଠାରେ ତାଙ୍କର ପରଲୋକ … Read More

ଓଡ଼ିଆ ସିନେ ଜଗତର ବରିଷ୍ଠ କଳାକାର ବିଜୟ ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଆ ସିନେମାର ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ଘଟିଛି । ଆଜି ସନ୍ଧ୍ୟାରେ ତାଙ୍କର ଅବସ୍ଥା ଗୁରୁତର ହେବା ପରେ କେୟାର ଡ଼ାକ୍ତରଖାନାରେ ଭର୍ତି କରାଯାଇଥିଲା । ମାତ୍ର ସେଠାରେ ତାଙ୍କର ପରଲୋକ ଘଟିଥିବା … Read More

ଟ୍ବିନ୍‌ସିଟିରେ ଦାୟିତ୍ଵ ନେଲେ ନୂଆ ଡିସିପି

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଦାୟିତ୍ୱଭାର ଗ୍ରହଣ କରିଛନ୍ତି ଟ୍ୱିନସିଟିର ଦୁଇ ନବ ନିଯୁକ୍ତ ଡିସିପି । ଭୁବନେଶ୍ୱରର ନୂଆ ଡ଼ିସିପି ଭାବେ ଦାୟିତ୍ୱ ନେଇଛନ୍ତି ଉମାଶଙ୍କର ଦାସ । ପୋଲିସ ସେବା ଭବନରେ ଅନୁପ ସାହୁଙ୍କ ଠାରୁ ସେ … Read More

ରାଜ୍ୟରେ ଆଉ ୬୭୩ କରୋନା ପଜିଟିଭ୍ ଚିହ୍ନଟ, ୧୮୦୦୦ ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୧୦ ରେ ପହଞ୍ଚିଛି । ଏନେଇ ରାଜ୍ୟ … Read More

ଓଡ଼ିଶାର ୧୦ ସ୍ୱାଧୀନତା ସଂଗ୍ରାମୀଙ୍କୁ ମିଳିବ ରାଷ୍ଟ୍ରପତି ସମ୍ମାନ

ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡ଼ିଶାର ୧୦ ଜଣ ସ୍ୱାଧୀନତା ସଂଗ୍ରାମୀଙ୍କୁ ମିଳିବ ରାଷ୍ଟ୍ରପତି ସମ୍ମାନ । ଅଗଷ୍ଟ କ୍ରାନ୍ତି ଦିବସ ଅବସରରେ ରାଷ୍ଟ୍ରପତିଙ୍କ ପକ୍ଷରୁ ସମ୍ମାନିତ କରାଯିବ । କୋଭିଡ ଲାଗି ଏଥର ରାଷ୍ଟ୍ରପତି ଭବନକୁ ଯିବେ ନାହିଁ ସ୍ୱାଧୀନତା … Read More

୪ ଜିଲ୍ଲାରେ ୨ଟା ଯାଏଁ ଖୋଲା ରହିବ ବ୍ୟାଙ୍କ, ସାମଜିକ ଦୂରତାକୁ ଗୁରୁତ୍ୱ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ନିଜର କାୟା ମେଲାଇ ଚାଲିଛି। ଦିନକୁ ଦିନ ସଂକ୍ରମଣଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ବିଶେଷ କରି ୪ଟି ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର … Read More

ରାଜ୍ୟରେ ସଫଳ ହେଲା ପ୍ଲାଜମା ଥେରାପି

ଭୁବନେଶ୍ବର,(ଓଡିଶା ଟାଇମ୍) : ରାଜ୍ୟରେ ପ୍ଲାଜମା ଥେରାପି ସଫଳ ହୋଇଛି । ୬ ଗୁରୁତର କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ଦିଆଯାଇଥିବା ବେଳେ ଏମାନଙ୍କ ଭିତରୁ ୪ଜଣ ଦ୍ରୁତ ଆରୋଗ୍ୟ ଲାଭ କରିଛନ୍ତି । ଏମାନଙ୍କୁ ଖୁବ ଶୀଘ୍ର ହସପିଟାଲରୁ ଡିସଚାର୍ଜ … Read More

ଭୁବନେଶ୍ଵରରେ ଆଜି ୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ବିଶେଷ କରି ରାଜ୍ୟର ୪ ଜିଲ୍ଲା ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁରରୁ ଦୈନିକ ହୁ ହୁ ହୋଇ କରୋନା ସଂକ୍ରମଣ ବଢି ଚାଲିଛି। ଖୋର୍ଦ୍ଧାର ତଥା ରାଜଧାନୀ ଭୁବନେଶ୍ଵରରେ ମଧ୍ୟ ପ୍ରତି ଦିନ ୫୦ରୁ … Read More

୩ କୋଟିରୁ ଅଧିକ ଟଙ୍କାର ଧଳା ଜହର ଜବତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଏସଟିଏଫ ଜାଲରେ ଡ୍ରଗ୍ସ ମାଫିଆ । ଆଜି ମୟୁରଭଞ୍ଜରୁ ୩.୨୮ କେଜିର ବ୍ରାଉନ ସୁଗାର ଜବତ ହୋଇଛି । ଜବତ କରାଯାଇଥିବା ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ପାଖାପାଖି ସାଢ଼େ ୩ କୋଟି ହେବ ବୋଲି … Read More

ଗଞ୍ଜାମରେ ସାଢେ ୫ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗଞ୍ଜାମ ଜିଲାରେ ଅଣଆୟତ୍ତ  କରୋନା ସଂକ୍ରମଣ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମଣ ଙ୍କ ସଂଖ୍ୟା । ଆଜି ଜିଲ୍ଲାରୁ ପୁଣି ୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ … Read More