ଡଃ. ଲକ୍ଷ୍ମୀକାନ୍ତ ସାହୁ ହେଲେ କ୍ୟାପିଟାଲ ହସ୍ପିଟାଲର ନିର୍ଦେଶକ
ଭୁବନେଶ୍ଵର, (ଓଡିଶା ଟାଇମ୍) : କ୍ୟାପିଟାଲ ହସ୍ପିଟାଲ ନିର୍ଦେଶକ ଭାବେ ଡା. ଲକ୍ଷ୍ମୀଧର ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ହସ୍ପିଟାଲର ଅଧୀକ୍ଷକ ଭାବେ ଡା. ବିରଞ୍ଚି ନାରାୟଣ ବାରିକଙ୍କୁ ଅବସ୍ଥାପିତ କରାଯାଇଛି। ଆଜି ଉଭୟ କାର୍ୟ୍ୟରେ ଯୋଗଦେବେ ବୋଲି ହସ୍ପିଟାଲ ସୂତ୍ରରୁ ସୂଚନା … Read More