ଦେଶରେ ସଂକ୍ରମଣ ମାମଲା ୩ ଲକ୍ଷ ଟପିଲା

ନୂଆଦିଲ୍ଲୀ , (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ମାମଲା ଆଜି ୩ ଲକ୍ଷ ଟପିଯାଇଛି। ଦିନକରେ ରେକର୍ଡ ୧୧ ହଜାର ୪୫୮ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୩୮୬ ଜଣଙ୍କ ମୃତ୍ୟୁ ହୋଇଛି। ତେବେ ଦେଶ‌ରେ … Read More

ରାଜ୍ୟରେ କରୋନା ନେଲା ଆଉ ଗୋଟେ ମୁଣ୍ଡ, ୧୧କୁ ବୃଦ୍ଧି ପାଇଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ମୁଣ୍ଡ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୧୧ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍‌ରେ … Read More

ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ … Read More

ଆଜି UAEରୁ ଫେରିବେ ୨୧୫ ଜଣ ପ୍ରବାସୀ ଓଡିଆ

ଭୁବନେଶ୍ବର, (ଓଡିଶା ଟାଇମ୍) : ଲକ୍‌ଡାଉନ୍‌ ଯୋଗୁ ଦୁବାଇରେ ଫସିଥିବା ୨୧୫ ପ୍ରବାସୀ ଓଡ଼ିଆଙ୍କୁ ଧରି ଓଡ଼ିଶା ଫେରୁଛି ଏକ ସ୍ୱତନ୍ତ୍ର ବିମାନ। ପ୍ରବାସୀ ଓଡ଼ିଆଙ୍କୁ ଧରି Air Arabiaର ଏକ ସ୍ୱତନ୍ତ୍ର ବିମାନ ଆଜି ଶାର୍‌ଜାହ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଛାଡ଼ିବ। … Read More

ଭୁବନେଶ୍ବରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ଵର, (ଓଡିଶା ଟାଇମ୍) : ଭୁବନେଶ୍ୱରରେ ପହଞ୍ଚିଲେ ବରିଷ୍ଠ ଅଭିନେତା ବିଜୟ ମହାନ୍ତି। ହାଇଦ୍ରାବାଦରୁ ଏକ ସ୍ୱତନ୍ତ୍ର ‌ଆମ୍ବୁଲାନ୍ସରେ ଆସି ଆଜି ସକାଳେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଗତକାଲି ମଧ୍ୟାହ୍ନ ପ୍ରାୟ ୧୨ଟାରେ ହାଇଦ୍ରାବାଦରୁ ବାହାରିଥିଲେ। ଅସୁସ୍ଥତା କାରଣରୁ କିଛି ଦିନ … Read More

ହେଲୋ… ମୁଁ ଆସୁଛି ଭୁବନେଶ୍ବର : ହାଇଦ୍ରାବାଦରୁ ସୁସ୍ଥ ହୋଇ ଫେରୁଥିବାବେଳେ ଏକଥା କହିଲେ ବିଜୟ ମହାନ୍ତି

ଭୁବନେଶ୍ଵର, (ଓଡିଶା ଟାଇମ୍) : ଓଲିଉଡ଼ର ଲୋକପ୍ରିୟ ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ସ୍ଵାସ୍ୟାବସ୍ଥାରେ ଧୀରେ ଧୀରେ ସୁଧାର ଆସୁଛି । ନିଃଶ୍ବାସପ୍ରଶ୍ୱାସ ନେବାରେ ସମସ୍ୟା ହେଉଥିବାରୁ ହାଇଦ୍ରାବାଦର ଏକ ମେଡିକାଲ୍‌ରେ ବିଜୟ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେବା ପରେ … Read More

ପାକିସ୍ତାନୀ କ୍ରିକେଟର ଶାହିଦ ଆଫ୍ରିଦିଙ୍କୁ କରୋନା

ପାକିସ୍ତାନ, (ଓଡିଶା ଟାଇମ୍) : ପାକିସ୍ତାନରେ ମଧ୍ୟ କରୋନାଭାଇରସର ପ୍ରଭାବ ବୃଦ୍ଧି ପାଉଛି। ବର୍ତ୍ତମାନ ପାକିସ୍ତାନରେ ଏକ ଲକ୍ଷରୁ ଅଧିକ ଲୋକ କରୋନା ଦ୍ୱାରା ସଂକ୍ରମିତ ହୋଇସାରିଛନ୍ତି । ଏବେ ପାକିସ୍ତାନର ପୂର୍ବତନ କ୍ରିକେଟ୍ ଅଧିନାୟକ ସହିଦ ଆଫ୍ରିଦି ମଧ୍ୟ ଏହି … Read More

ରଥଯାତ୍ରାବେଳେ ବୟନିକା ମାସ୍କ ପିନ୍ଧିବେ ସେବାୟତ

ପୁରୀ, (ଓଡିଶା ଟାଇମ୍) : ବିଶ୍ବ ପ୍ରସିଦ୍ଧ ରଥଯାତ୍ରାକୁ ନେଇ ଲାଗି ରହିଛି ଆଶା-ଆସଙ୍କା । ମହାବାହୁଙ୍କୁ ଟିକେ ଦେଖିବାକୁ ଭକ୍ତ ଆକୁଳ ଆଶା ବାନ୍ଧି ରଖିଥିବା ବେଳେ କୋରୋନା ପାଇଁ ଆଶଙ୍କା ଭିତରେ ରହିଛନ୍ତି ସରକାର ଓ ଶ୍ରୀମନ୍ଦିନ ପ୍ରଶାସନ … Read More

ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ଆଉ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୨୫୯୪କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା … Read More

ସଟଡାଉନରେ ୧୧ ଜିଲ୍ଲା ବନ୍ଦ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ସଟ୍ ଡାଉନର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନ । ରାଜ୍ୟ ସରକାରଙ୍କ ଘୋଷଣା ମୁତାବକ ଗତ ସପ୍ତାହରୁ ଜୁନ ମାସ ତମାମ ୧୧ ଜିଲ୍ଲାରେ ଦୁଇ ଦିନିଆ ସଟ ଡାଉନ କରାଯାଇଛି । ଆଜି … Read More