ସାଂସଦ ସସ୍ମିତ ପାତ୍ରଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ସଂପର୍କରେ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ତେବେ ସେ ହୋମ୍ ଆଇସୋଲେସନରେ ଥିବା ଜଣାଇଛନ୍ତି। ଅନ୍ୟପକ୍ଷରେ ବିଗତ କିଛି ଦିନ ହେବ ତାଙ୍କ ସଂଶ୍ପର୍ଷରେ ଆସିଥିବା  ଲୋକମାନେ ନମୁନା ପରୀକ୍ଷା କରାଇ ନେବାକୁ ସେ ଅନୁରୋଧ କରିଛନ୍ତି।ଆମେ ସମସ୍ତେ ମିଳିମିଶି କରୋନାକୁ ପରାସ୍ତ କରିପାରିବା ବୋଲି ସେ କହିଛନ୍ତି।

Leave a Reply

Your email address will not be published. Required fields are marked *