ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଫଳାଫଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ କଳା ଫଳାଫଳ। ଯୁକ୍ତ ୨ କଳା ସହ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ। ପୂର୍ବରୁ ଅଗଷ୍ଟ ଶେଷ ସପ୍ତାହ​‌ରେ ପରୀକ୍ଷା ଫଳ ବାହାରିବା ନେଇ ଘୋଷଣା​‌ କରାଯାଇଥିଲା।

ମାତ୍ର ସିଏଚ୍ଏସିର ଦୁଇ ଜଣ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବାରୁ ରେଜଲ୍ଟ ବାହାରିବାରେ ବିଳମ୍ବ ହେଉଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।

ତେବେ ଏହା ପୂର୍ବରୁ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିସାରିଛି ।

Leave a Reply

Your email address will not be published. Required fields are marked *