ଆଜି ଡିସେମ୍ବର ୧୦ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ପରବହନ ତଥା ବାଣିଜ୍ୟ ବ୍ୟବସାୟରୁ ସନ୍ତୋଷ ଜନକ ସୁଫଳ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ

କର୍ମକ୍ଷେତ୍ରରେ ସହକର୍ମୀଙ୍କୁ ସାହାର୍ଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ, ଯାହା କି ଆପଣଙ୍କ ସକାଶେ ହିତକର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ

ଆର୍ଥିକ ଦିଗରୁ ଉପକୃତ ହେବେ ଏବଂ ବକେୟା ମଧ୍ୟ ପାଇପାରନ୍ତି । କର୍ମକ୍ଷେତ୍ରରେ ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ଅନ୍ୟମନସ୍କତାର ସୁଯୋଗ ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ

ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବା ସଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଦୀର୍ଘଦିନର ଆଶା ଫଳବତୀ ହେବ । ଉପଦେଶ ଶୁଣି ମନରେ ବିରକ୍ତି ଅନୁଭବ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ

କର୍ମକ୍ଷେତ୍ରରେ ଧୀରପାନି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ । ସାମଜିକ ସ୍ତରରେ ମଧ୍ୟ ସମ୍ମାନ ଲାବ କରିବାର ଯୋଗ ରହିଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା

ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ । ଅନ୍ୟମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଚକ୍ଷୁ ପୀଡା ହେବ
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ତୁଳା 

ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କଲେ ଅସୁବିଧାରେ ସମ୍ମୁଖୀନ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ରଙ୍ଗ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା

ଅନୁରାଧା ନକ୍ଷତ୍ର ଆଗାମୀ ସମୟର କାର୍ଯ୍ୟ ସକାଶେ ପ୍ରସ୍ତୁତି ଆରମ୍ଭ କରିପାରନ୍ତି । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ

ଅଧିକାଂଶ ସମୟ ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌନସି କାମ ଉତ୍ସାହପ୍ରଦ ହେବ ନାହିଁ । ସ୍ୱାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମକର

ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଆକସ୍ମିକ ଭାବେ ଭ୍ରମଣ ସୁଯୋଗ ଲାଭ କରିବେ ଏବଂ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କୁମ୍ଭ

ପରିବାରର ଆବଶ୍ୟକତା ପୁରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ । ଶିକ୍ଷାରେ ସଫଳତା ଲାଭ କରିବେ ଏବଂ ପ୍ରଶଂସିତ ମଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।

ମୀନ

କର୍ମକ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ । କଳା,ସାହିତ୍ୟ ତଥା ସାମ୍ବାଦିକତା କ୍ଷେତ୍ରରେ ଆଶା ପୂରଣ ହୋଇଯିବ । ପ୍ରତ୍ୟେକ ସ୍ତରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

Leave a Reply

Your email address will not be published. Required fields are marked *