ଆଜି ଫେବୃୟାରୀ ୧୩ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି ବୁଧ ଦୃଷ୍ଟି ଚନ୍ଦ୍ରଙ୍କ ଯୋଗୁ ପ୍ରତ୍ୟେକ କାର୍ଯ୍ୟର ପ୍ରାଥମିକ ସ୍ତରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି । ଶୁଭ କାର୍ଯ୍ୟରେ ସହଯୋଗ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ
ଚତୁର୍ଥଚନ୍ଦ୍ରଙ୍କ ଶୁଭ ପ୍ରଭାବରୁ ଆତ୍ମପ୍ରଶଂସା ଶୁଣି ଭାବ ବିଭୋର ହେବେ । ସମ୍ପର୍କୀୟଙ୍କ ଈର୍ଷାର ବଶବର୍ତ୍ତୀ ହୋଇ ପରୋକ୍ଷ ସମାଲୋଚିତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ମିଥୁନ
ଅଷ୍ଟମସ୍ଥ ରବିଙ୍କ ଯୋଗୁ ନିକଟତମ ବ୍ୟକ୍ତିଙ୍କ ସାହାର୍ଯ୍ୟ ସିନା ପାଇବେ ନାହିଁ, କିନ୍ତୁ କୌଣସି କାମ ଅଟକି ରହିବ ନାହିଁ । କର୍ମକ୍ଷେତ୍ରରୁ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ
ଅନାବଶ୍ୟକ ଖର୍ଚ୍ଚ ବୃଦ୍ଧି ପାଇବା ସଙ୍ଗକୁ ସାନସିକ ସନ୍ତୁଳନ ହରାଇବେ । କୌଣସି ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ କଷ୍ଟ ତୀବ୍ରରେ ହୋଇପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖୀ ହେବେ l
ସିଂହ
ଆଜିର କର୍ମକ୍ଷେତ୍ରରେ ବିଭିନ୍ନ ସମସ୍ୟା ରହିଲେ ହେଁ ଦିନ ଗୋଟାଏ ପରେ ସବୁ ବଦଳି ଯିବ । ଆବଶ୍ୟକତା ପୂରଣ ସକାଶେ ଧାର କରଜ କରିବାକୁ ପଡିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କନ୍ୟା
ମାନସିକ ଅସ୍ଥିରତା ଅନୁଭବ କଲେ ମଧ୍ୟ କାମଗୁଡିକ ବ୍ୟତିକ୍ରମ ଭିତରେ ହିଁ ସମ୍ପନ୍ନ ହେବ । ମାଙ୍ଗଳିକ କାମ ସକାଶେ ଘରେ ବନ୍ଧୁ ମିଳନ, ଆମୋଦପ୍ରମୋଦର ସୁଅ ଛୁଡିବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।
ତୁଳା
ଚନ୍ଦ୍ର ଓ ବୁଧ ବିଷମ ସପ୍ତକ ହେତୁ ବୃଥା ଭାବନାରୁ ଦୂରେଇ ରୁହନ୍ତୁ । ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ଆପଣାଛାଏଁ ସମାଧାନ ହୋଇଯିବ । ମାନସିକ ସ୍ତରରେ ଆନନ୍ଦ ଅନୁଭବ କରାଇବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବିଛା
ରାଶିରେ କେତୁଙ୍କ କୁପ୍ରଭାବରୁ ମନ ଠିକ୍ ନ ଥିବା କାରଣରୁ କୌଣସି କଥାକୁ ଠିକ୍ ଭାବେ ଶୁଣିବେ ନାହିଁ କିମ୍ବା ବୁଝିପାରିବେ ନାହିଁ । ଶୁଭ ଅଙ୍କ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ଧନୁ
ଦ୍ୱିତୀୟସ୍ଥ ଏକାଧିକଗ୍ରହ ହେତୁ ନିଜେ କଷ୍ଟ ସ୍ୱୀକାର କରି ଅନ୍ୟମାନଙ୍କ ମୁହଁରେ ହସ ଉକୁଟାଇବାର ଚେଷ୍ଟା କରିବେ । ମାଙ୍ଗଳିକ କାର୍ଯ୍ୟ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମକର
ରାଜଯୋଗ ପ୍ରଭାବରୁ ଆଜି ଗତକାଲିର ସ୍ଥଗିତ କାମ ସକାଶେ ପ୍ରଭାତରୁ ହିଁ କାମରେ ଲାଗି ପଡିବାକୁ ବାଧ୍ୟ ହେବେ । ମନର ରାଗ ଭିତରେ ଭିତରେ କୁହୁଳି ଉଠିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
କୁମ୍ଭ
ବକ୍ରୀ ବୁଧଙ୍କ ହେତୁ ଅସାବଧାନତା ଓ ଅନ୍ୟମନସ୍ମତାରୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ପାରିବାରିକ ଦିଗଟି ଉଠାପକା ରୀତିରେ ଗଡି ଚାଲିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ମୀନ
ଆଜି ଆକସ୍ମିକ ଭାବେ ଜଣେ ନୀଚ ଜାତିର ବ୍ୟକ୍ତିଙ୍କ ଅବଦାନ ଭୁଲି ପାରିବେ ନାହିଁ । ଆତ୍ମୀୟ ତଥା ସମଶ୍ରେଣୀୟ ବ୍ୟକ୍ତିଙ୍କ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।