ଆଜି ନଭେମ୍ବର ୨୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଗତକାଲିର ସମସ୍ୟା ଆଜି ସମାଧାନ ହୋଇଯିବାର ସୂଚନା ରହିଛି । ଆକସ୍ମିକ ବ୍ୟବହୃତ ଜିନିଷ ନ ପାଇବା କାରଣରୁ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
କର୍ମଜୀବି- ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ବୃଷ
ସାଧାରଣ କଥାରୁ ପରିବାରରେ ଅଶାନ୍ତି ସୃଷ୍ଟି ସହ ପଡୋଶୀଙ୍କ ସମ୍ପର୍କରେ ତିକ୍ତତା ଘଟିବ । ଭୁଲ୍ ବୁଝାମଣା ହେତୁ ଜମିଜମା କାରବାରରେ କଳହ ଏବଂ ତର୍କ ବିତର୍କର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ
ବନ୍ଧୁଙ୍କ ବିଷୟରେ ସବୁ ଗୋପବୀୟ କଥା ଜାଣି ସୁଦ୍ଧା ଚୁପ୍ ରହିବାକୁ ବାଧ୍ୟ ହେବେ । ପରିବାରରେ ସନ୍ତାନଙ୍କ ଗୌରବରେ ଗୌରବାନ୍ୱିତ ହୋଇପାରନ୍ତି । ଆତ୍ମପ୍ରଶଂସା କରି ବନ୍ଧୁମାନଙ୍କ ଦ୍ୱାରା ସମାଲୋଚିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।
କର୍କଟ
ଦୀର୍ଘଦିନର ଅଭିଳାଷ ପୂରଣ ହେବାର ମାର୍ଗ ଉନ୍ମୁକ୍ତ ହୋଇଯିବ । ଭୋଗ ବିଳାସ, କଳା ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ଓ ମଉଜ ମଜଲିସ୍ ସକାଶେ ମନ ବଳାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖୀ ହେବେ ।
ସିଂହ
ପାରିବାରିକ ସମସ୍ୟା କ୍ରମଶଃ ଜଟିଳ ହୋଇପାରେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ଏବଂ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଅଫିସରେ ମିଥ୍ୟା ଭାହଣରୁ ସମାଲୋଚନାର ପାତ୍ର ହେବାର ସୂଚନା ଦେଖା ଯାଏ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କନ୍ୟା
ମାନସିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିବ ଓ କାମ ହାସଲରେ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ କୌଣସି କଥାକୁ ଠିକ୍ ଭାବେ ବିଚାର ନ କରି ଓ ଭୁଲ୍ ନିଷ୍ପତ୍ତି ନେଇ ଅନୁତାପ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା
ଯେଉଁ କାମ କରନ୍ତୁନା କାହିଁକି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିରୋଧର ସାମନା କରିବାକୁ ପଡିବ । ଅଫିସରେ କୌଣସି ଶ୍ରୁତିରୋଚକ ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବିଛା
ନିକଟ ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପଛକୁ ଗୋଡ ଟାଣିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ଦେଖି ଚାହିଁ କାମ ନ କଲେ ଅସୁବିଧାରେ ପଡିବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ଧନୁ
ପାରିବାରିକ ସମସ୍ୟାକୁ ପ୍ରତିହତ କରି ଆଶଙ୍କାକୁ ଦୂରେଇବାରେ ସମର୍ଥ ହେବେ । ଆଶା କରୁଥିବା ଦିଗରୁ ଅର୍ଥ ଓ ଆବଶ୍ୟକ ସହ-ଯୋଗ ମିଳିବନି । ମନୋବଳ ଖୁବ୍ ଟାଣ ରହିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ମକର
ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପତି ସତର୍କ ରୁହନ୍ତୁ ଅନ୍ୟଥା ପସ୍ତେଇବେ । ଦକ୍ଷତା ହେତୁକ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶ୍ରବଣା ନକ୍ଷତ୍ର ବିବାଦୀୟ କଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
କୁମ୍ଭ
କର୍ମ କ୍ଷେତ୍ରରେ ତଥା ପରିବାରରେ ଅଭାବ ଅସୁବିଧା ଭିତରେ କାମ ହାସଲ କରିବାକୁ ପଡିବ । ପରିସ୍ଥିତିବଶତଃ ବନ୍ଧୁଙ୍କ ସକାଶେ ଅଯଥା କଷ୍ଟ ଅନୁଭବ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ମୀନ
ନିଜ କାମକୁ ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହେବ କିନ୍ତୁ ଅନ୍ୟମାନଙ୍କ ସାକଶେ ସେହି କାମକୁ ସହଜରେ କରିପାରିବେ । ଅଫିସ କାମରେ ହଠାତ୍ ଦୂର ଯାତ୍ରାର ସୁଯୋଗ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।