ଆଜି ଫେବୃୟାରୀ ୨୮ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ
ମେଷ
ଦ୍ୱାଦଶଚନ୍ଦ୍ର ପ୍ରଭାବରେ ସାଧାରଣ କଥାରେ ବିବ୍ରତ ହେବା କ୍ଷତିକାରକ ହେବ । ସାମାଜିକ ସ୍ତରରେ ଅନ୍ୟମନସ୍କ ଓ ଭୁଲ୍ ବୁଝାମଣା ଯୋଗୁ ସମସ୍ୟା ଆସିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବୃଷ
ସ୍ୱାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ କିନ୍ତୁ ବିଶେଷ କିଛି ଅସୁବିଧା ହେବ ନାହିଁ । ଶେଷ ସମୟରେ କୌନସି ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।
ମିଥୁନ
ପ୍ରତ୍ୟେକ କାମରେ କିଛି ନା କିଛି ବ୍ୟତିକ୍ରମ ଲାଗି ରହିବ । ପ୍ରତ୍ୟେକ କ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍କଟ
କଠୋର ପରିଶ୍ରମଜନିତ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଆଜିର ପ୍ରତ୍ୟୁଷଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ସିଂହ
ବନ୍ଧୁମାନଙ୍କର ଛଳନାପୂର୍ଣ୍ଣ କଥାକୁ ଠିକ୍ ଭାବେ ବୁଝି ପାରିବେନି । ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇଲେ ମଧ୍ୟ ଆବଶ୍ୟକତା ଅପୂରଣ ରହିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କନ୍ୟା
ଆଜିର ସକାଳୁଆ ଯାତ୍ରାରେ ସାମାନ୍ୟ ପ୍ରତିବନ୍ଧକ ଦେଖାଦେଇପାରେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ହାନି ଯୋଗୁ ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ତୁଳା
ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ । ଛୋଟ ଛୋଟ ଘଟଣାକୁ କେନ୍ଦ୍ର କରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ । ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବିଛା
ଆକସ୍ମିକ ସମସ୍ୟା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଗତି ମନ୍ଥର ହେବ । ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ଶୁଭ ଅଙ୍କ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ଧନୁ
ଅଧୈର୍ଯ୍ୟ ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ନୂତନ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମକର
କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ଚାପ କ୍ରମଶଃ ବଢିପାରେ । କୌଣସି ସମସ୍ୟାର ସମାଧାନ କ୍ଷେତ୍ରରେ ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କୁମ୍ଭ
ବିଭିନ୍ନ କାରଣରୁ ନେଇ ମାନସିକ ସ୍ଥିରତା ରକ୍ଷା କରିବା କଷ୍ଟକର ହୋଇପାରେ । ବିଭିନ୍ନ ପୁରାତନ ସମସ୍ୟାକୁ କେନ୍ଦ୍ରକରି ବନ୍ଧୁଙ୍କ ସହ-ଯୋଗାଯୋଗ କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଉତ୍ତମ ଫଳ ପାଇବେ ।
ମୀନ
କର୍ମକ୍ଷେତ୍ରରେ ଚେଷ୍ଟା ଅବ୍ୟାହତ ରଖନ୍ତୁ, ନିଶ୍ଚିତ ଉପକୃତ ହେବେ । ଅଂଶୀଦାର ବ୍ୟବସାୟୀଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।