ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ପାରିବାରିକ ଅଶାନ୍ତ୍ଖକ୍ସନିତ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ । ସଭାସମିତି, ଆନୁ ।ନିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ
କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ । ବନ୍ଧୁ ଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ମନାନ୍ତର ଅବଶ୍ୟମ୍ଭାବୀ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ମିଥୁନ
ପରିବାରର ସହମତିରେ କୌଣସି ନୂତନ କାର୍ଯ୍ୟରେ ହାତ ଦେଲେ କୃତକାର୍ଯ୍ୟ ହେବେ । ସ୍ୱାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କର୍କଟ
ଶନିଙ୍କ କୁପ୍ରଭାବ ରାଶି ଉପରେ ପଡୁଥିବାରୁ ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ଅଧିକାଂଶ ସମୟ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୧ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ
ସିଂହ
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବାକୁ ମାନସିକ ଭାରସାମ୍ୟ ହରାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
ପାରିବାରିକ ସଦ୍ଭାବ ଅକ୍ଷୁର୍ଣ୍ଣ ରହିବା ହେତୁ ସାମାନ୍ୟ ମାନସିକ ଶାନ୍ତି ଲାଭ କରିବେ । କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍ ହୋଇଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ତୁଳା
ନିଜର ଅବହେଳାଜନିତ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ବନ୍ଧୁଙ୍କ ସମ୍ପର୍କରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ବିଛା
ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି । କୌଣସି ଆନୁ ।ନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗଦେବାକୁ ଆହ୍ୱାନ ଆସିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ଧନୁ
ଆଜିର କର୍ମକ୍ଷେତ୍ରରେ ପ୍ରତ୍ୟେକ ପରିସ୍ଥିତିରେ କାର୍ଯ୍ୟ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ । ମନ ଭିତରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ମକର
ପରିବାରର ସହମତିରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରିପାରନ୍ତି । କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କୁମ୍ଭ
ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ଦୈନନ୍ଦିନ ଜୀବନଯାତ୍ରାରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେବା ଭଲ ହେବନି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ମୀନ
ଆଜି ଆପଣ ନିଜ କାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।