ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଶ
ନୂତନ ଆୟ ପନ୍ଥା ସ୍ଥିର କରିବେ । ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ । ନାନାବିଧ ସମ୍ମାନର ଅଧିକାରୀ ହେବେ । ଯାନବାହନ ସୁଖ ପାଇବେ । କୀର୍ତ୍ତିମାନ୍ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ । ଗୃହିଣୀ- ସୁଖଭାରା ଦିନଟି ।
ବୃଷ
ପରୋପକାରୀ ହେବେ । କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରି ଆତ୍ମସନ୍ତୋଷ ଲାଭ କରିବେ । ସରକାରୀଙ୍କ ତରଫରୁ ଧନ ପ୍ରାପ୍ତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ମିଥୁନ
ବିଭ୍ରାଟ ଘଟିଥିବା କାର୍ଯ୍ୟର ସୁଧାର ଆଣି ସନ୍ତୁଷ୍ଟ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମଉଜ ମଜଲିସରେ ଦିନଟି ଅତିବାହିତ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ
ପ୍ରିୟ ବନ୍ଧୁଙ୍କ ସହିତ ମତାନ୍ତର ଘଟିପାରେ । ଧନକ୍ଷୟ ହେବାର ସମ୍ଭାବନା ଅଛି । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସତର୍କରେ ଚଳିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ସିଂହ
ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି । ସୁବର୍ଣ୍ଣାଦି ଧାତୁଦ୍ରବ୍ୟ ଲାଭ ହୋଇପାରେ । ବନ୍ଧୁ ସହାୟତା ମିଳିବ । ଅତିବାହିତମାନଙ୍କର ମନୋରମା କନ୍ୟା ସହ ବିବାହ ସମ୍ବନ୍ଧ ସ୍ଥିର ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କନ୍ୟା
ପାରିବାରିକ ସୁଖ ଅବ୍ୟାହତ ରହିବ । ବିଭିନ୍ନ ସୂତ୍ରରୁ ଅର୍ଥପ୍ରାପ୍ତିର ସୂଚନା ମିଳୁଛି । ଶତ୍ରୁନାଶ କରି ଆଶ୍ୱସ୍ତ ହେବେ । ସାମାନ୍ୟ ଚକ୍ଷୁ ଯନ୍ତ୍ରଣା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ତୁଳା
କାର୍ଯ୍ୟରେ ପରିବର୍ତ୍ତନ ଘଟିବ । ଅଧିକ ଦାୟିତ୍ୱ ବହନ କରିପାରନ୍ତି । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ବିଶେଷ ଉପକୃତ ହେବେ । ମନରେ ସରସତା ଆସିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବିଛା
ସୁଯୋଗର ସଦୁପଯୋଗ କରିପାରନ୍ତି । କାର୍ଯ୍ୟ ସହଜ ଓ ସୁଗମ ହୋଇପାରେ । କାର୍ଯ୍ୟ ହାସଲ କରିବାକୁ ସକ୍ଷମ ହେବେ, ମାତ୍ର ବିଳମ୍ବରେ । କୃଷିକର୍ମ ଲାଭ ଜନକ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ଧନୁ
ପରିଶ୍ରମ ମୂଲ୍ୟାଙ୍କନ ହେବ । ହସ-ଖୁସିରେ ଦିନଟି ଅତିବାହିତ କରିପାରନ୍ତି । ଯଶସ୍ୱୀ ହେବେ । ମିତ୍ରଲାଭ ହୋଇପାରେ । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମକର
ସହ ଯୋଗ ନ ମିଳିବାର ମନ ଦୁଃଖ କରିପାରନ୍ତି । ମାତ୍ର ବିଭିନ୍ନ ଦୁଗରୁ ଧନାଗମର ସୂଚନା ମିଳୁଛି । ଭାଗ୍ୟଶାଳୀ ହେବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
କୁମ୍ଭ
ଆୟ ଆଶାନୁରୂପ ହେବ । ସରକାରୀ କିମ୍ଭା ବନ୍ଧୁ ସହାୟତାରୁ ଲାଭବାନ୍ ହେବେ । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମୀନ
-ବନ୍ଧୁମେଳରେ ଅପ୍ରିୟ ହୋଇପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । ଖର୍ଚ୍ଚ ପରିମାଣ ଅଧିକତର ହେବ । ଶାରିରୀକ କ୍ଳେଶ ଉପୁଜି ପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।