ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ : ରାଜ୍ୟରେ ୭୨ ପ୍ରତିଶତ ମତଦାନ
ରାଜ୍ୟରେ ଦ୍ଵିତୀୟ ପର୍ଯ୍ୟାୟରେ ୫ ଲୋକସଭା ଓ ୩୫ ବିଧାନସଭାରେ ୭୨ ପ୍ରତିଶତ ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ପରମାଣିକ ଆଜି ଏହି ସୂଚନା ଦେଇଛନ୍ତି। ଗତକାଲି ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୪ ପ୍ରତିଶତ ମତଦାନ … Read More