ସ୍ୱାଭିମାନ ଅଞ୍ଚଳରେ ପୋଲିସ-ନକ୍ସଲ ଗୁଳିବିନିମୟ, ୨ ନକ୍ସଲ ନିହତ

ମାଲକାନଗିରି, (ଓଡିଶା ଟାଇମ୍) : ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ନକ୍ସଲ  ଓ ପୋଲିସଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ପୁରା ଅଞ୍ଚଳକୁ ସ୍ଥାନୀୟ ପୋଲିସ ଓ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ବ ହୋଇଛି । ଖବର ଅନୁଯାୟୀ, ସାଭିମାନ … Read More

କମ୍ବିଂ ଅପରେସନ ସାରି ଫେରୁଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ : ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ୍ ସହିଦ, ୯ଯବାନ ଆହତ

ମାଲକାନଗିରି, (ଓଡିଶା ଟାଇମ୍) : ଛତିଶଗଡ଼ର ସୁକମା ଜିଲ୍ଲାରେ ନକ୍ସଲଙ୍କ ସିଆରପିଏଫ୍ କୋବ୍ରା ଉପରକୁ ଆଇଡି ବିସ୍ଫୋରଣ କରିଛନ୍ତି। ଏହି ବିସ୍ଫୋରଣରେ ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସହିଦ୍ ହୋଇଥିବା ବେଳେ ୧୦ଜଣ ସିଆରପିଏଫ୍ ଯବାନ୍ ଆହତ ହୋଇଥିବା ଜଣା ପଡ଼ିଛି । … Read More

ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ଲୋଙ୍ଗେବାଲା ପୋଷ୍ଟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ପ୍ରଧାନମନ୍ତ୍ରୀ ମୋଦି ଆଜି ଯବାନଙ୍କ ସହ ଦୀପାବଳି ପାଳନ କରିବାକୁ ଜୈସଲମେରରେ ପହଞ୍ଚିଛନ୍ତି। କିଛି ସମୟରେ ମୋଦି ଲୋଙ୍ଗେବାଲା ପୋଷ୍ଟରେ ପହଞ୍ଚିବେ। ପ୍ରଧାନମନ୍ତ୍ରୀ ମୋଦି ଲୋଙ୍ଗେବାଲା ପୋଷ୍ଟରେ ୧୯୭୧ ମସିହାରେ ଯୁଦ୍ଧରେ ତିଆରି ହୋଇଥିବା ୱାର … Read More

ଶୋପିୟାନରେ ଏନକାଉଣ୍ଟର : ଆତଙ୍କବାଦୀଙ୍କୁ ଘେରିଲେ ସୁରକ୍ଷାକର୍ମୀ

ଶ୍ରୀନଗର, (ଓଡିଶା ଟାଇମ୍) :ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଆରମ୍ଭ ହୋଇଯାଇଛି। ଶୋପିୟାନର କୁତପୋରା ଅଞ୍ଚଳରେ ସୁରକ୍ଷାକର୍ମୀମାନେ ଆତଙ୍କବାଦୀଙ୍କୁ ଘେରିଛନ୍ତି। ଦୁଇ ପଟୁ ଫାୟାରିଂ ଚାଲିଛି। କୁହାଯାଉଛି ଯେ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦୀମାନେ ଲୁଚି ରହିଥିବାର ଇନପୁଟ୍ ମିଳିଥିଲା। ଏହା … Read More

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ଜଣେ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଜାମୁ-କାଶ୍ମୀରର ଅନନ୍ତନାଗରେ ଶନିବାର ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏହାସହ ଘଟଣାସ୍ଥଳରୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ … Read More

ପାକିସ୍ତାନରେ ୨ଟି ବଡ଼ ଆତଙ୍କବାଦୀ ଆକ୍ରମଣ,୨୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପାକିସ୍ତାନର ବେଲୁଚିସ୍ତାନରେ ଓ ଓ୍ବାଜରିସ୍ତାନରେ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ୨୧ ଜଣଙ୍କ ମୃତ୍ୟୁ ହୋଇଛି। ଗୋଟିଏ ଆକ୍ରମଣ ବେଲୁଚିସ୍ତାନର ଓରମେରାରେ ହୋଇଛି। ତେବେ ଏହା ଅଏଲ ଆଣ୍ଡ ଗ୍ୟାସ ବିକାଶ କମ୍ପାନି ଲିମିଟେଡରେ ହୋଇଛି … Read More

ଲଦାଖରେ ଚୀନକୁ ଝଟକା, ଭୀଷଣ ଥଣ୍ଡାରେ ଡ୍ରାଗନ ସେନାଙ୍କ ମୃତ୍ୟୁ

ଲାଦାଖ୍, (ଓଡିଶା ଟାଇମ୍) :ଲଦାଖରେ ଭୀଷଣ ଥଣ୍ଡା ଏବେ ଆରମ୍ଭ ହୋଇ ନାହିଁ ମାତ୍ର ଚୀନ ସେନାକୁ ବଡ଼ ଝଟକା ଲାଗିଛି। ପୋଙ୍ଗଙ୍ଗ ହ୍ରଦର ଉତ୍ତର କୂଳରେ ଚୀନ ସେନା ପିଏଲଏକୁ ଜନହିତର କ୍ଷତି ସହିବାକୁ ପଡିଛି । କୁହାଯାଉଛି ଏହି … Read More

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ; ୨ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ,(ଓଡିଶା ଟାଇମ୍) :  ଜମ୍ମୁ-କାଶ୍ମୀରର କୁଲଗାମ ଚିଙ୍ଗାମ ସେକ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି।ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହାସହ ଘଟଣାସ୍ଥଳରୁ ବିଭିନ୍ନ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୂଚନା ଯୋଗ୍ୟ, ଜମ୍ମୁ-କାଶ୍ମୀରର କୁଲଗାମ ଜିଲାର ଚିଙ୍ଗାମ ଅଞ୍ଚଳରେ ଆତଙ୍କବାଦୀ … Read More

ପତ୍ନୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଅଭିଯୋଗରେ ଆର୍ମି ମେଜର ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍) :ପତ୍ନୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେବା ଅଭିଯୋଗରେ ମହିଳା ଥାନା ପୁଲିସ୍‌ ଜଣେ ଆର୍ମି ମେଜରଙ୍କୁ ଗିରଫ କରିଛି । ସେ ହେଲେ ନୟାପଲ୍ଲୀରେ ରହୁଥିବା ୧୭୬/ଏଲ୍‌ ରେଜିମେଣ୍ଟର ମେଜର ସୌମ୍ୟ ରଞ୍ଜନ ପତି। ପତ୍ନୀଙ୍କ … Read More

ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମୟ ; ୨ ଆତଙ୍କବାଦୀ ନିହତ

ଶ୍ରୀନଗର, (ଓଡିଶା ଟାଇମ୍) : ଜମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପିଆନ ଜିଲାର ସୁଗନ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିମୟରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ମଧ୍ୟ ତଲାସି ଅଭିଯାନ ଜାରି ରହିଛି। ଉକ୍ତ ଅଞ୍ଚଳକୁ … Read More