ମାନିଲା ଚୀନ୍: ଗଲୱାନ ସଂଘର୍ଷରେ ଚୀନ ସୈନିକଙ୍କର ମଧ୍ୟ ପ୍ରାଣହାନୀ ହୋଇଥିଲା
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ଗତ ଜୁନ ମାସରେ ଦୁଇ ଦେଶର ସେନା ମୁହାଁମୁହିଁ ହୋଇଥିବା ବେଳେ ଭାରତର ୨୦ଜଣ ଯବାନ ସହିଦ ହୋଇଥିଲେ। କିନ୍ତୁ ଗଲୱାନରେ ହୋଇଥିବା ଏହି ସଂଘର୍ଷରେ କୌଣସି ସେନା ଯବାନଙ୍କ ମୃତ୍ୟୁ ହୋଇନଥିବା କହିଥିଲା ଚୀନ। ଏତେ … Read More