ମନମୋହନଙ୍କ ୫୧ପ୍ରତିଶତ ଭୋଟ ହାସଲ ଦାବି କେତେ ଯୁକ୍ତିଯୁକ୍ତ!

ଭୁବନେଶ୍ୱର,(ଓଡ଼ିଶାଟାଇମ): ଆଗାମୀ ନିର୍ବାଚନରେ ବିଜେପି ଓଡ଼ିଶାରେ ୫୧ ପ୍ରତିଶତ ଭୋଟ ହାସଲ କରି କ୍ଷମତାକୁ ଆସିବ ବୋଲି ନବନିଯୁକ୍ତ ରାଜ୍ୟ ସଭାପତି ମନମୋହନ ଯେଉଁ ଦାବି କରିଛନ୍ତି ତାହା କେତେ ଯୁକ୍ତିଯୁକ୍ତ ? କାରଣ ୧୯୯୫ରୁ ଆରମ୍ଭ କରି ୨୦୧୯ ପର୍ଯ୍ୟନ୍ତ … Read More

ଝାରସୁଗୁଡ଼ା ଉପନିର୍ବାଚନ: ଆଦିବାସୀ ମତଦାତାଙ୍କ ହାତରେ ବିଜୟ ଚାବିକାଠି

ଭୁବନେଶ୍ୱର,(ଓଡ଼ିଶାଟାଇମ): ଆଉ ୧୨ଦିନ ପରେ ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ । ନିର୍ବାଚନରେ ଅଂଶଗ୍ରହଣ କରିଥିବା ନେତାମାନଙ୍କର ପ୍ରଚାର ଧିରେ ଧିରେ ଜମି ଆସିଲାଣି । ଇତିମଧ୍ୟରେ ବିଭିନ୍ନ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ନିର୍ବାଚନରେ ଗୁରୁତ୍ୱବହନ କରୁଥିବା ବିଭିନ୍ନ ଜାତିର ନେତାମାନଙ୍କୁ ନିଜ … Read More

ସତରେ କ’ଣ ରାଜନୈତିକ ନେତା ଓ ଦଳ ଲୁଟେରା, ଆଇଏଏସ୍ ଅଫିସର ସଚ୍ଚୋଟ ?

ଭୁବନେଶ୍ୱର,( ଓଡ଼ିଶା ଟାଇମ୍‌) – ବେସାମରିକ ସେବା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ ଏବେ ଆଲୋଚନାର ବିଷୟବସ୍ତୁ ପାଲଟଛି। ରାଜନୀତି କରୁଥିବା ନେତା ଓ ଦଳମାନେ ଲୁଟେରା ଓ ଆଇଏଏସ୍‍ ଅଫିସରମାନେ ସଚ୍ଚୋଟ। ତେଣୁ ସେମାନେ ରାଜନୈତିକ ଦଳ … Read More

ବିଜେଡି ରାଜନୀତିରେ ‘ବର୍ଷା’;  ଅସ୍ତ୍ର ସାଜିଛି, ରଥୀଙ୍କୁ କରିଛି ତଳିତଳାନ୍ତ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ଯଦିଓ ମୌସୁମୀ ବାୟୁ ଓଡ଼ିଶା ଆକାଶ ଅତିକ୍ରମ କରିସାରିଛି, କିନ୍ତୁ ଓଡ଼ିଶା ରାଜନୀତିକ ଆକାଶରେ ‘ବର୍ଷା’ ଥମି ନାହିଁ। ବାଲେଶ୍ଵର, କଟକ ପରେ ଏବେ ପଶ୍ଚିମାଞ୍ଚଳର ପଦମପୁର ରାଜନୀତିରେ ‘ବର୍ଷା’ କୁ ନେଇ ଚର୍ଚ୍ଚା ଚାଲିଛି।  ତାଙ୍କରି … Read More

ପ୍ରଦୀପ ଓ ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ବର, (ଓଡ଼ିଶା ଟାଇମ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ରେଡ୍ । ପ୍ରଦୀପଙ୍କ ଘର ସମେତ ତାଙ୍କ ସହଯୋଗୀ ଓ ସମ୍ପର୍କୀୟଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଏକକାଳୀନ ୧୫ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ । … Read More

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (ଓଡ଼ିଶା ଟାଇମ୍) : ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୫ତମ ଜନ୍ମଦିନ। ରାଜ୍ୟରେ ୫ମ ପାଳି ସରକାର ଚଳାଉଥିବା ବିଜେଡି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀଙ୍କ ଲୋକପ୍ରିୟତ ଖୁବ୍ ବେଶି । ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନରେ ତାଙ୍କ ନିବାସ ବାହାରେ ପ୍ରବଳ ଭିଡ଼ … Read More

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ରାଜନୈତିକ ପ୍ରସ୍ତାବରେ କେନ୍ଦ୍ରକୁ ଟାର୍ଗେଟ: କେନ୍ଦ୍ରର ଅବହେଳା ରାଜ୍ୟର ବିକାଶ ଦିଗରେ ବାଧକ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜେଡି କାର୍ଯ୍ୟକାରିଣୀ ବୈଠକରେ ରାଜନୈତିକ ପ୍ରସ୍ତାବ ଗୃହୀତ । ପୁଣି କେନ୍ଦ୍ର ଅବହେଳା ପ୍ରସଙ୍ଗ ଦୋହରାଇଲା ଦଳ। କେନ୍ଦ୍ରର ଅବହେଳା, ଅଣଦେଖା ଓ ନକରାତ୍ମକ ଆଭିମୁଖ୍ୟ ରାଜ୍ୟ ବିକାଶରେ ବାଧକ ସାଜିଛି । ଏ ସବୁ ସତ୍ତ୍ୱେ … Read More

ଆସନ୍ତା ୨୦ ତାରିଖରେ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଶାସକ ବିଜୁ ଜନତା ଦଳକୁ ୨୨ ବର୍ଷ ପୁରି ୨୩ ବର୍ଷ ଚାଲିବ। ଡିସେମ୍ବର ୨୬ରେ ପ୍ରତିଷ୍ଠା ଦିବସ ପାଳିବ ବିଜୁ ଜନତା ଦଳ। ଏହା ପୂର୍ବର ଆସନ୍ତା ୨୦ ତାରିଖରେ ରାଜ୍ୟ କାର୍ଯ୍ୟକାରିଣୀ, ୨୧ରେ … Read More

ବାଲେଶ୍ଵର ସଦର ଉପ ନିର୍ବାଚନ: ବାଜି ମାରିଲା ବିଜେଡି

ବାଲେଶ୍ଵର, (ଓଡିଶା ଟାଇମ୍) : ବିଜେଡି ପ୍ରାର୍ଥୀ ସ୍ଵରୂପ ଦାସ ବିଜୟୀ ହୋଇଛନ୍ତି। ସେ ବିଜେପି ପ୍ରାର୍ଥୀ ମାନସ ଦତ୍ତଙ୍କୁ ୧୩,୧୯୫ ଭୋଟ୍‌ରେ ପରାସ୍ତ କରିଛନ୍ତି। ଏଥିସହ ବିଜେପିକୁ ଝଟକା ଲାଗିଛି। ବିହାର ଏବଂ ମଧ୍ୟ ପ୍ରଦେଶ ନିର୍ବାଚନର ପରିଣାମକୁ ଓଡିଶା … Read More

ବାଲେଶ୍ୱରରେ ପଞ୍ଚମ ରାଉଣ୍ଡ ଗଣତି ଶେଷ, ୩୨୦୬ ଭୋଟରେ ବିଜେଡି ପ୍ରାର୍ଥୀ ଆଗୁଆ

ବାଲେଶ୍ଵର, (ଓଡିଶା ଟାଇମ୍) : ବାଲେଶ୍ୱରରେ ପଞ୍ଚମ ରାଉଣ୍ଡ ଗଣତି ଶେଷ ହୋଇଥିବାର ସୂଚନା ମିଳିଛି। ଏହି ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ ୫୩୫ ଭୋଟରେ ଆଗୁଆ ରହିଛନ୍ତି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସ୍ବରୂପ ଦାସ … Read More