ଧଉଳି ଶାନ୍ତି ସ୍ତୁପର ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡଙ୍ଗୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଧଉଳି ଶାନ୍ତିସ୍ତୁପର ସାମଗ୍ରିକ ବିକାଶ ଓ ରକ୍ଷଣାବେକ୍ଷଣ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଦୀର୍ଘବର୍ଷ ହେବ ଶାନ୍ତିସ୍ତୂପ ମରାମତି ଅଭାବରୁ ବିପଦ ସଙ୍କୁଳ ହୋଇପଡିଥିବା ଏବଂ ଧଉଳି … Read More

ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଜି କଥା ହେବେ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କରୋନା ମହାମାରୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହେବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ସର୍ବାଧିକ କରୋନା … Read More

ଆସନ୍ତାକାଲି ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ନଭେମ୍ବର ୨୪ ତାରିଖରେ ସବୁଠାରୁ ପ୍ରବାବିତ ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ । ଏହି ବୈଠକ ସକାଳ ୧୦ଟାରୁ ଆରମ୍ଭ ହେବ । ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ … Read More

ସତ୍ୟସାଇ ହସ୍ପିଟାଲ ସହ ପୁଣି ଏମ୍ଓୟୁ ସ୍ବାକ୍ଷର: ମୁଖ୍ୟମନ୍ତ୍ରୀ କଲେ ପ୍ରଶଂସା, ମାଗଣାରେ ଚିକିତ୍ସା ହେବେ ଗରିବ ପିଲା

ଭୁବନେଶ୍ବର, (ଓଡିଶା ଟାଇମ୍) : ଅହମ୍ମଦାବାଦର ସତ୍ୟସାଇ ହୃଦରୋଗ ଚିକିତ୍ସାଳୟରେ ଆସନ୍ତା ଦୁଇ ବର୍ଷ ପାଇଁ ଓଡ଼ିଶାର ଗରିବ ଓ ଅଭାବୀ ପିଲାମାନଙ୍କୁ ମାଗଣାରେ ହୃଦରୋଗ ଚିକିତ୍ସା ସେବା ବ୍ୟବସ୍ଥାର ସମ୍ପ୍ରସାରଣ ପାଇଁ ଆଜି ଓଡ଼ିଶା ସରକାର ପ୍ରଶାନ୍ତି ମେଡ଼ିକାଲ ସର୍ଭିସେସ … Read More

ସୀମା ବିବାଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ବର, (ଓଡିଶା ଟାଇମ୍) :ଓଡିଶା ସହ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ, ପଶ୍ଚିମବଙ୍ଗ, ଛତିଶଗଡ ଓ ଝାଡଖଣ୍ଡ ସହ ରହିଥିବା ଦୀର୍ଘ ଦିନର ସୀମା ବିବାଦକୁ ସମାଧାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ତଥା ଆପୋଷ ବୁଝାମଣା କରିବା ପାଇଁ … Read More

ସ୍ବାଭିମାନ ଅଞ୍ଚଳ ସବୁବେଳେ ମୋ ହୃଦୟରେ ରହିଛି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, (ଓଡିଶା ଟାଇମ୍) :ମାଲକାନଗିରିର ସ୍ବାଭିମାନ ଅଂଚଳବାସୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସିଧାସଳଖ ଫୋନ୍ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ଅଂଚଳରେ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି । ସ୍ବାଭିମାନ ଅଞ୍ଚଳର ବିକାଶ ବ୍ୟୟ ବରାଦ … Read More

ସପ୍ତମଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନିତୀଶ କୁମାର

ପାଟନା, (ଓଡିଶା ଟାଇମ୍) : ବିହାର ମୁଖ୍ୟମନ୍ତ୍ରୀ ଭାବେ ନିତୀଶ କୁମାର ଆଜି ସପ୍ତମଥର ପାଇଁ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଫଗୁ ଚୌହାନ୍‍  ନୀତିଶ କୁମାରଙ୍କୁ ରାଜଭବନରେ ଆୟୋଜିତ ସ୍ଵତନ୍ତ୍ର ଶପଥ ସମାରୋହରେ ପଦ ଓ ଗୋପନୀୟତାର ସପଥ ପାଠ … Read More

ଆଜି ବିହାରରେ ଗଠନ ହେବ ନୂଆ ସରକାର : ୭ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତିଶ କୁମାର

ବିହାର, (ଓଡିଶା ଟାଇମ୍) :ଆଜି ବିହାରରେ ଗଠନ ହେବ ନୂଆ ସରକାର । ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନୀତୀଶ କୁମାର । ଅପରାହ୍ନଣ ସାଢେ ୪ ଟାରେ ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ … Read More

ଆସନ୍ତାକାଲି ସପ୍ତମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ନୀତୀଶ

ପାଟନା, (ଓଡିଶା ଟାଇମ୍) :ବିହାରରେ ନୂଆ ସରକାର ଗଠନର ଚିତ୍ର ସ୍ପଷ୍ଟ ହୋଇଛି। ଆସନ୍ତାକାଲି ନୀତୀଶ କୁମାର ପୁଣିଥରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ତାଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ ସୁଶୀଲ ମୋଦୀ ଏବଂ ବିହାର ସରକାରଙ୍କ କ୍ୟାବିନେଟର ଅନେକ … Read More

ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତଙ୍କ ଜୀବନରେ ବିକାଶର ଆଲୋକ ଭରିଦେବା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବା ଏବଂ ଓଡ଼ିଶାର … Read More