ଦିଲ୍ଲୀର ଏକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦିଲ୍ଲୀର ଏକ କାରଖାନାରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବା ଶୁକ୍ରବାର ଜଣାପଡ଼ଇଛି। ନାଗଲୋଇ ଅଞ୍ଚଳ ନରେଶ ପାର୍କର ଏକ କାରଖାନାରେ ଏହି ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ନିଆଁକୁ ଆୟତ୍ତ କରିବାକୁ ୧୩ଟି ଅଗ୍ନିଶମ … Read More