କତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ପୁରୀ ଜିଲ୍ଲା ପିପିଲିର ସାତଶଂଖଠାରେ ଥିବା ଏକ କତା କମ୍ପାନୀରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଆସବାବବପତ୍ର ପୋଡି ପାଉଁଶ ହୋଇଯାଇଛି । ମିଳିଥିବା ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୧ଟା ୩୦ ମିନିଟ … Read More