କଟକ ନୟାସଡକ ଆଇଆଇଏଫ୍ଏଲ୍ ଫାଇନାନ୍ସ କମ୍ପାନିରୁ ୨୦ କୋଟି ଲୁଟ୍ର ପର୍ଦ୍ଦାଫାସ୍, ସମସ୍ତ ଅଭିଯୁକ୍ତ ଅଟକ
କଟକ, (ଓଡିଶା ଟାଇମ୍) : କଟକ ନୟାଗଡସ୍ଥିତ ଆଇଆଇଏଫ୍ଏଲ୍ ଫାଇନାନ୍ସ କମ୍ପାନିରୁ ୨୦ କୋଟି ଲୁଟ୍ର ପର୍ଦ୍ଦାଫାସ୍ ହୋଇଛି। ଏହି ଲୁଟ୍ ଘଟଣାରେ ସମସ୍ତ ଅଭିଯୁକ୍ତଙ୍କୁ ଅଟକ ରଖିଛି କମିଶନରେଟ୍ ପୁଲିସ। ଏନେଇ ଟ୍ବିନ୍ ସିଟି ପୁଲିସ କମିଶନର ସୁଧାଂଶୁ ଷଡଙ୍ଗୀ … Read More