ଭାରତୀୟ ସେନା ଲଞ୍ଚ କଲା ସ୍ବଦେଶୀ ମେସେଜିଙ୍ଗ ଆପ୍ “ଏସ୍ଏଆଇ”
ନୂଆଦିଲ୍ଲୀ, (ଓଡିଶା ଟାଇମ୍) :ସ୍ବଦେଶୀ ମେସେଜିଙ୍ଗ ଆପ୍ ଲଞ୍ଚ କରିଛନ୍ତି ଭାରତୀୟ ସେନା। ‘ଆତ୍ମନିର୍ଭର ଭାରତ’ ଅଭିଯାନ ମାଧ୍ୟରେ ଭାରତୀୟ ସେନା ‘ସିକୟୋର ଆପ୍ଳିକେସନ ଫର୍ ଦ ଇଣ୍ଟରନେଟ୍’ (ଏସଆଇ) ନାଁରେ ଏହାକୁ ଲଞ୍ଚ କରିଛନ୍ତି। ଏଥିରେ ଏଣ୍ଡ-ଟୁ-ଏଣ୍ଡ ସୁରକ୍ଷିତ ଭଏସ, … Read More