ଜୁଲାଇ ୩ରେ ଜେଇଇ ଆଡଭାନ୍ସ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଜୁଲାଇ ୩ ତାରିଖରେ ଜେଇଇ ଆଡଭାନ୍ସ ପରୀକ୍ଷା ଘୋଷଣା। ୭୫ ପ୍ରତିଶତ ମାନଦଣ୍ଡକୁ ହଟାଇ ଦିଆଯାଇଛି। ଆଇଆଇଟି ଗଡଗପୁର ଏହାର ଆୟୋଜନ କରିବ। କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ଏ ସଂପର୍କରେ ସୂଚନା ଦେଇଛନ୍ତି। କେନ୍ଦ୍ର ଶିକ୍ଷା  … Read More

ଆଜି ଜେଇଇ ଆଡଭାନ୍ସଡ୍, ଦୁଇଟି ସିଟିଂରେ ହେବ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ଜେଇଇ ଆଡଭାନ୍ସଡ୍ । ଚଳିତ ବର୍ଷ ଜେଇଇ ଆଡଭାନ୍ସଡ ବୈଷୟିକ ଶିକ୍ଷା ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଜି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେଉଛି । ଏଥିପାଇଁ ସାରା ଦେଶରେ ୧ ଲକ୍ଷ ୬୦ ହଜାର ଛାତ୍ରଛାତ୍ରୀ … Read More

ଆଜିଠୁ ଜେଇଇ ଓ ନିଟ୍, ଓଡିଶାର ୭ଟି ସହରରେ ୨୬ କେନ୍ଦ୍ରରେ ହେବ ପରୀକ୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍):   ଆଜିଠୁ ୬ ଦିନ ଯାଏ  ଜେଇଇ ମେନ୍‌ ପରୀକ୍ଷା ଚାଲିବ। ରାଜ୍ୟରେ ୭ଟି ସହରର ୨୬ଟି କେନ୍ଦ୍ରରେ ପରୀକ୍ଷା ହେଉଛି। ଚଲିତ ଥର ରାଜ୍ୟର ୩୮ ହଜାର ୨୩୪ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଭୁବନେଶ୍ବର, କଟକ, ବ୍ରହ୍ମପୁର, … Read More

ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ବିଏମସିର ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ବର, (ଓଡିଶା ଟାଇମ୍) : ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ବିଏମସି ପକ୍ଷରୁ ବିଶେଷ ବ୍ୟବସ୍ଥାମାନ କରାଯାଇଛି । ୬ଟି ପରୀକ୍ଷା କେନ୍ଦ୍ର ପାଇଁ ୮ଟି ସ୍ଥାନରେ ରହଣି ବ୍ୟବସ୍ଥା କରାଯାଇଛି । ସମସ୍ତ ପରୀକ୍ଷା କେନ୍ଦ୍ରରେ ସ୍ୱତନ୍ତ୍ର କୋଭିଡ … Read More

ବିଧାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ : କୋଭିଡ୍ ଯୋଦ୍ଧା ଏବଂ ଜେଇଇ-ନିଟ୍ ପରୀକ୍ଷାର୍ଥୀଙ୍କୁ ସହଯୋଗ କର

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଜୁ ଜନତା ଦଳର ବିଧାୟକମାନଙ୍କୁ ଭିଡିଓ କନଫରେନ୍ସିଂ ଜରିଆରେ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସଙ୍କଟ ସମୟରେ ସେମାନଙ୍କ ଦାୟିତ୍ବ ନିର୍ବାହ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି କରୋନା ସଂକ୍ରମଣରେ … Read More

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନ୍‌ରେ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଜେଇଇ ଏବଂ ନିଟ୍ ସ୍ଥଗିତ ରଖିବାକୁ କଲେ ଅନୁରୋଧ

ଭୁବନେଶ୍ବର, (ଓଡିଶା ଟାଇମ୍) :  କରୋନା ପରିସ୍ତିତିକୁ ଦୃଷ୍ଟିରେ ରଖି ଦେଶରେ ନିଟ ଏବଂ ଜେଇଇ ପ୍ରବେଶିକା ପରୀକ୍ଷା ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ୍ ଯୋଗେ କଥା ହୋଇଛନ୍ତି। ବିଶେଷ ଭାବରେ … Read More

ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ବର, (ଓଡିଶା ଟାଇମ୍) :  ସାରା ବିଶ୍ୱରେ ଏବେ କରୋନା କାୟା ମାଡିଚାଲିଛି । ଏଥିରେ ଛାତ୍ରଛାତ୍ରୀମାନେ ବିଶେଷ ପ୍ରଭାବିତ ହେଉଛନ୍ତି । ଏଥିପାଇଁ ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଟ୍‌ … Read More

୧୮ରୁ ଜେଇଇ ମେନ୍‌, ଅଗଷ୍ଟରେ ଆଡ୍‌ଭାନ୍ସ ଜେଇଇ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ଜେଇଇ ମେନ୍‌ ପ୍ରବେଶିକା ପରୀକ୍ଷା -୨୦୨୦ ଜୁଲାଇ ୧୮ ତାରିଖରୁ ଆରମ୍ଭ ହେବ।  ଏଥିଲାଗି କେନ୍ଦ୍ର ମାନବସମ୍ବଳ ମନ୍ତ୍ରୀ ରମେଶ ପୋଖରିୟାଲ୍‌ ନିଶାଙ୍କ  ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି। ପରୀକ୍ଷା ତାରିଖ ବାବଦରେ କହି ସେ କହିଛନ୍ତି … Read More