ରାଜ୍ୟରେ ଚିହ୍ନଟ ହେଲେ ୩୦୫୩ କରୋନା ସଂକ୍ରମିତ, ୨୨୯୩୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୦୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୯୩୮୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More