‘ରାତିରେ ଗଡିବ ୨୨ଟି ଅଟୋ’

ବ୍ରହ୍ମପୁର, (ଓଡିଶା ଟାଇମ୍) : ଲକ୍ ଡାଉନରେ ଲୋକଙ୍କ ସୁବିଧା ପାଇଁ ଅର୍ଥାତ୍ ଏହି ସମୟରେ ଲୋକଙ୍କୁ ଜରୁରୀକାଳୀନ ସେବା ପ୍ରଦାନ କରିବା ଲାଗି ୨୨ଟି ଅଟୋ ଚଳାଚଳ କରିବ । ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି … Read More