ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ଫଳାଫଳ, ଏଇଠି ଦେଖନ୍ତୁ ସମ୍ପୂଣ୍ଣ ତାଲିକା

ଭୁବନେଶ୍ଵର, (ଓଟି): ଓଡ଼ିଶା ସିଭିଲ୍‌ ସର୍ଭିସ୍‌ ପରୀକ୍ଷା-୨୦୧୮ ଫଳାଫଳ ପ୍ରକାଶ ପାଇଛି। ଏଥିରେ ସମୁଦାୟ ୨୧୮ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେଥିରୂ ୭୨ ଜଣ ମହିଳା ପ୍ରାର୍ଥୀ ବୋଲି ଓଡ଼ିଶା ପବ୍ଲିକ୍‌ ସର୍ଭିସ୍‌ କମିଶନଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି। ୨୦୧୮ … Read More