ଆୟ ବର୍ହିଭୁତ ସମ୍ପତି ଠୁଳ ଅଭିଯୋଗରେ ପିଇଓଙ୍କ ଘରେ ଭିଜିଲାନ୍ସ ରେଡ
ବରଗଡ଼, (ଓଡିଶା ଟାଇମ୍) : ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପିଇଓଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ନେଇ ସୂଚନା ମିଳିଛି । ବରଗଡ ପଦ୍ମପୁର ଉପଖଣ୍ଡ ରାଜବୋଡା ସମ୍ବର ବ୍ଲକ ଦହିତା ପିଇଓ ପୁରନ୍ଦର ଭୋଇଙ୍କ ବାସଭବନରେ ଚଢାଉ କରିଛି … Read More