୯୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ମୃତ୍ୟୁ ହାର ହାର ୧.୪୭%

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୯୦ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ଆଉ ୪୫ହଜାର ୮୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ  ୪ ହଜାର … Read More

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନା ସଂକ୍ରମିତ, ପତ୍ନୀଙ୍କ ରିପୋର୍ଟ ମଧ୍ୟ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ କରୋନାରେ ସଂକ୍ରମିତ ହୋଇଛନ୍ତି । ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନା ପଜିଟିଭ୍ ହୋଇଥିବା ସୂଚନା ମିଳିଛି । ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ନମୂନା ପରୀକ୍ଷା କରାଇନେବାକୁ ରାଜ୍ୟପାଳ … Read More

ରାଜ୍ୟରେ ଚିହ୍ନଟ ହେଲେ ୧୯୩୧ କରୋନା ସଂକ୍ରମିତ, ୨୭୪୧୮୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୪୧୮୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ … Read More

ଓଡ଼ିଶାରେ କୋଭିଡ୍ ସଂକ୍ରମଣ ମାମଲା ହ୍ରାସ ପାଉଛି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ପୁରୀରେ ଧିରେ ଧିରେ ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି । ଗତ ୧୦ ଦିନ ହେବ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ … Read More

ରାଜ୍ୟରେ ଚିହ୍ନଟ ହେଲେ ୨୬୭୩ କରୋନା ସଂକ୍ରମିତ,୨୩୮୦୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୨୬୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୦୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ … Read More

ସାଂସଦ ସସ୍ମିତ ପାତ୍ରଙ୍କୁ କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ସଂପର୍କରେ ସେ ନିଜେ ଟ୍ବିଟ୍ କରି ସୂଚନା ଦେଇଛନ୍ତି। ତେବେ ସେ ହୋମ୍ ଆଇସୋଲେସନରେ ଥିବା ଜଣାଇଛନ୍ତି। ଅନ୍ୟପକ୍ଷରେ ବିଗତ କିଛି ଦିନ … Read More

ଆଉ ୫ ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ବିଧାନସଭାରେ କରୋନା ଟେଷ୍ଟରେ ଆଉ ୫ ବିଧାୟକ ପଜିଟିଭ ହୋଇଛନ୍ତି । ତୃତୀୟ ଦିନରେ ହୋଇଥିବା ଟେଷ୍ଟରେ ବିଧାୟକ ପଜିଟିଭ୍ ଆସିଥିବା ସୂଚନା ମିଳିଛି । ଗତକାଲି ୨୫ ବିଧାୟକଙ୍କର କରୋନା ଟେଷ୍ଟ ହୋଇଥିଲା । ସେମାନଙ୍କ … Read More

୨ ମନ୍ତ୍ରୀଙ୍କ ସମେତ ୧୨ ବିଧାୟକ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨ ମନ୍ତ୍ରୀଙ୍କ ସମେତ ୧୨ ବିଧାୟକ କରୋନା ପଜିଟିଭ୍‌ ଚିହ୍ନଟ୍। ବିଧାନସଭାରେ ହୋଇଥିବା ଦ୍ୱିତୀୟ ଦିନର କୋଭିଡ ରିପୋର୍ଟ ଆସିସାରିଛି। କାଲିର ପରୀକ୍ଷାରୁ ଆଉ ୧୨ ବିଧାୟକ ଓ ୨ ମନ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ … Read More

ଦେଶରେ ୨୪ ଘଣ୍ଟାରେ ୧,୧୨୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ ମୃତ୍ୟୁ ସଂଖ୍ୟା ୯୪, ୫୦୩

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୮ହଜାର ୬୦୦  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା … Read More

ଶ୍ରୀମନ୍ଦିରର ପ୍ରାୟ ୪ ଶହ ସେବାୟତ କରୋନା ସଂକ୍ରମିତ

ପୁରୀ, (ଓଡିଶା ଟାଇମ୍) :ପୁରୀ ସହରରେ କୋଭିଡ଼ ସଂକ୍ରମଣ ସଂଖ୍ୟା ବଢ଼ି ଚାଲିଛି। ଶ୍ରୀମନ୍ଦିରର ପ୍ରାୟ ୪ ଶହ ସେବାୟତ କରୋନା ସଂକ୍ରମିତ ହୋଇ ସାରିଲେଣି। ଯାହା ଫଳରେ ମହାପ୍ରଭୁଙ୍କ ପ୍ରତିଦିନ ସେବା ପୂଜା କରୁଥିବା ସେବାୟତଙ୍କ ସଂଖ୍ୟା କମିବାରେ ଲାଗିଛି। … Read More