ଭିଜିଲାନ୍ସ ଜାଲରେ ଘରୋଇ ଇଞ୍ଜିନିୟରିଂ କଲେଜର ଆସିଷ୍ଟାଣ୍ଟ ପ୍ରଫେସର

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବର ସ୍ଥିତ ଘାଟିକିଆ ସ୍ଥିତ ଘରୋଇ ଇଞ୍ଜିନିୟରିଂ କଲେଜର ଆସିଷ୍ଟାଣ୍ଟ ପ୍ରଫେସର ପ୍ରସନ୍ନ କୁମାର ମିଶ୍ର ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି … Read More