ଭିଜିଲାନ୍ସ ଜାଲରେ ଫାୟାର ଅଫିସର

ଭୁବନେଶ୍ବର, (ଓଡିଶା ଟାଇମ୍) :  ଭିଜିଲାନ୍ସ ହାତରେ ଗୁରୁବାର ବରଗଡ ଅଗ୍ନିଶମ ଅଧିକାରୀ ପ୍ରଶାନ୍ତ କୁମାର ମହାପାତ୍ର ଧରାପଡିଛନ୍ତି। ୧୨ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଦ୍ବାରା ସେ ଗିରଫ ହୋଇଛନ୍ତି । ବରଗଡ଼ ଅଗ୍ନିଶମ ବିଭାଗରେ କାର୍ଯ୍ୟରତ ସହକାରୀ ଅଗ୍ନିଶମ … Read More

ଗିରଫ ହେଲେ ଫ୍ୟାକ୍ଟ୍ରି ଓ ବଏଲର୍ସ ଉପନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍) :  ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ କୋଟିପତି ଉପନିର୍ଦ୍ଦେଶକ ଫ୍ୟାକ୍ଟ୍ରି ଓ ବଏଲର୍ସ ବିଭାଗ ଉପନିର୍ଦ୍ଦେଶକ ରମେଶ ବେହେରାଙ୍କୁ ଅଟକ ରଖି  ପଚରାଉଚରା କରିବା ପରେ ଗିରଫ କରିଛି ଭିଜିଲାନ୍ସ । ଗତକାଲି … Read More

ଭିଜିଲାନ୍ସ ଜାଲରେ ଡାଟା ଏଣ୍ଟ୍ରି ଅପରେଟର

ଜଗତସିଂହପୁର , (ଓଡିଶା ଟାଇମ୍):  ଭିଜିଲାନ୍ସ ହାତରେ ଜଗତସିଂହପୁର ଜିଲ୍ଲା ଡ୍ରଗ୍ ଇନ୍ସପେକ୍ଟର ଅଫିସର ଡାଟା ଏଣ୍ଟ୍ରି ଅପରେଟର । ଡ୍ରଗ୍ ଲାଇସେନ୍ସ କରାଇଦେବାକୁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଡାଟା ଏଣ୍ଟ୍ରି … Read More

ଭିଜିଲାନ୍ସ ଜାଲରେ ଫ୍ୟାକ୍ଟ୍ରି ଆଣ୍ଡ ବଏଲରସ୍ ଉପ-ନିର୍ଦ୍ଦେଶକ

ଭୁବନେଶ୍ବର, (ଓଡିଶା ଟାଇମ୍):  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବରର ଜଣେ ବରିଷ୍ଠ ଅଧିକାରୀ ଭିଜିଲାନ୍ସ ଜାଲରେ ଧରାପଡିଥିବା ଜଣାପଡ଼ିଛି। ଫ୍ୟାକ୍ଟ୍ରିଜ୍ ଏଣ୍ଡ ବଏଲସ୍ ଡେପୁଟି ଡାଇରେକ୍ଟର ରମେଶ ବେହେରାଙ୍କ ଭୁବନେଶ୍ବର ସ୍ଥିତ ଘର ଏବଂ ଅଫିସରେ ବହିର୍ଭୂତ ସମ୍ପତ୍ତି … Read More

ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ

ଝାରସୁଗୁଡ଼ା, (ଓଡିଶା ଟାଇମ୍): ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କାର୍ଯ୍ୟ ନିର୍ବାହୀ ଅଧିକାରୀ । ଝାରସୁଗୁଡ଼ା ବ୍ରଜରାଜ ନଗର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ କୁମାର ପଟେଲଙ୍କ ଘରେ ରେଡ କରିଛି ଭିଜିଲାନ୍ସ ଟିମ୍ । ବ୍ରଜରାଜନଗର ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ … Read More

ଭିଜିଲାନ୍ସ ପଞ୍ଝାରେ ଜିଆରଏସ

ଫୁଲବାଣୀ, (ଓଡିଶା ଟାଇମ୍) : ଫୁଲବାଣୀ ଜିଲା କୋଷାଗାରର ବରିଷ୍ଠ କିରାଣୀ ଅରୁପ କୁମାର ମିଶ୍ର ୩ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବ୍ରହ୍ମପୁର ଡିଭିଜନ୍‌ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଫୁଲବାଣୀରେ ଅବସରପ୍ରାପ୍ତ ସହକାରୀ ମତ୍ସ୍ୟସମ୍ପଦ ଅଧିକାରୀ ପ୍ରମୋଦ କୁମାର ପାଣିଗ୍ରାହୀଙ୍କ ଏରିଅର୍‌ … Read More

ବିପଦ ସଂକେତ ଟପିଲା ବୈତରଣୀ

ଭୁବନେଶ୍ବର, (ଓଡିଶା ଟାଇମ୍) : ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଯୋଗୁ ବେହାଲ ସାରା ଓଡିଶା।  ଭଦ୍ରକ ଜିଲାରେ ତିନି ଦିନ ଧରି ଲଗାଣ ବର୍ଷା ଲାଗି ରହିବା ଯୋଗୁ ବନ୍ୟା ପରିସ୍ଥତି ସୃଷ୍ଟି ହୋଇଛି। ଭଦ୍ରକ ଜିଲା ଦେଇ ପ୍ରବାହିତ … Read More

ଅବସରପ୍ରାପ୍ତ ରେଞ୍ଜର ଅଭୟ କୁମାର ଜେନାଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ବର, (ଓଡିଶା ଟାଇମ୍) : ଅବସରପ୍ରାପ୍ତ ରେଞ୍ଜର ଅଭୟ କୁମାର ଜେନାଙ୍କୁ ଗିରଫ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭଜିଲାନ୍ସ ଗିରଫ କରିଥିବା ଜଣାପଡିଛି। ଗତକାଲି ଅବସରପ୍ରାପ୍ତ ରେଞ୍ଜର ଅଭୟ କୁମାର ଜେନା ଓ ତାଙ୍କ … Read More

ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜର ଅଭୟ ଜେନାଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । କଟକ ମହୁମାଛି ଗଳିରେ ଥିବା ଘର ସମେତ ୫ଟି ସ୍ଥାନରେ ଚଢ଼ାଉ ହୋଇଛି। ଆୟ … Read More

ଜେଲ ଗଲେ ସ୍ୱତନ୍ତ୍ର ସଚିବ ଅଜୟ ଦାସ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ସ୍ୱତନ୍ତ୍ର ସଚିବ ଅଜୟ ଦାସ ଗିରଫ ହୋଇଥିଲେ । ଆଜି ତାଙ୍କର ଜାମିନ ନାମଞ୍ଜୁର ହେବା ପରେ ତାଙ୍କୁ ଝାରପଡ଼ା ଜେଲ ପଠାଯାଇଛି … Read More