ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ପହିଲି ରଜ ଶୁଭେଚ୍ଛା

ଭୁବନେଶ୍ଵର, (ଓଡିଶା ଟାଇମ୍) : ଆଜି ପହିଲି ରଜ। ଓଡ଼ିଶାର ଏହି ଗଣପର୍ବକୁ ଉଲ୍ଲାସର ପାଳୁଛନ୍ତି ରାଜ୍ୟବାସୀ। ନୂଆ ପୋଷାକ ପିନ୍ଧି, ପାଦରେ ଅଳତା, ହାତରେ ମେହେନ୍ଦି ଏବଂ ମୁଣ୍ଡରେ କୁଙ୍କୁମ ଲଗାଇ ସଜ ହୋଇଛନ୍ତି କୁଆଁରୀ କନ୍ୟା। ତା’ସହ ଘରେ … Read More

ରଜ ସବ୍ଦର ଉତ୍ପତ୍ତି, ରଜ କେତେଦିନ ପାଳନ କରାଯାଏ, ଏହାକୁ କେଉଁ ଶତାବ୍ଦୀରୁ ପାଳନ କରି ଆସୁଛେ ଆମେ…

ରଜସ୍‌’ ଶବ୍ଦରୁ ‘ରଜ’ର ସୃଷ୍ଟି ବୋଲି ବିଶ୍ଵାସ ରହିଛି। ଏହି ଶବ୍ଦର ଅର୍ଥ ରଜସ୍ୱଳା ବା ଋତୁମତୀ । ଆମର ପରମ୍ପରା ଓ ବିଶ୍ୱାସ ଅନୁଯାୟୀ ବସୁମତୀ ଏହା ତିନି ଦିନ ରଜସ୍ୱଳା ହୁଏ । ଏହା ପରେ ବଷର୍କ ପାଇଁ … Read More

ରଜପର୍ବ ପାଇଁ କର୍ଫ୍ୟୁ କଟକଣା କୋହଳ

ଭୁବନେଶ୍ବର, (ଓଡିଶା ଟାଇମ୍) : ରଜ ପାଇଁ ଆଜି ରାତ୍ରୀକାଳୀନ କର୍ଫ୍ୟୁ କୋହଳ ହେବ। ଆଜି ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ଟାରୁ କର୍ଫ୍ୟୁ ଲାଗୁ ହେବ। ରଜ ପାଇଁ ଲୋକଙ୍କ କିଣାବିକାକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଦୋକାନ ରାତି … Read More

ରଜରେ କିଣାବିକା ନେଇ ଗାଇଡ଼ଲାଇନ ଜାରି କଲେ ସରକାର

ଭୁବନେଶ୍ବର , (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ସଂକ୍ରମଣ । କରୋନା ଅପଡେଟ ବିଷୟରେ ସୂଚନା ଦେବାକୁ ମୁଖପାତ୍ର ସୁବ୍ରତ ବାଗଚୀ ପୁଣିଥରେ ଲୋକଙ୍କ ସାମ୍ନାକୁ ଆସିଛନ୍ତି। ଆଜି ରଜ କିଣାବିକା ଗାଇଡଲାଇନ ନେଇ … Read More

ରଜ ପୂର୍ବରୁ ଓଡିଶା ଛୁଇଁବ ମୌସୁମୀ : ୨୪ ଘଣ୍ଟାରେ ପ୍ରବଳ ବର୍ଷା

ଭୁବନେଶ୍ବର, (ଓଡିଶା ଟାଇମ୍) : ରଜ ପୂର୍ବରୁ ଓଡ଼ିଶାରେ ମୌସୁମୀ ପ୍ରବେଶ କରିବାର ସମ୍ଭାବନା ରହିଛି । କେରଳରେ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଏହା ନିର୍ଦ୍ଧାରିତ ସମୟରେ ଓଡ଼ିଶାରେ ପହଞ୍ଚିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି । ତେବେ … Read More