ବ୍ରହ୍ମପୁରରେ କରୋନା କଟକଣା କୋହଳ, ସକାଳ ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା
ଗଞ୍ଜାମ, (ଓଡିଶା ଟାଇମ୍) : ଗଞ୍ଜାମରେ କରୋନା କଟକଣା କୋହଳ ହେବା ପରେ ଆଜିଠାରୁ ବ୍ରହ୍ମପୁର ସହରର ସୀମାକୁ କଟକଣା ମୁକ୍ତ କରାଯାଇଛି। ଏଥିଲାଗି ଆଜି ସକାଳ ୫ଟାରୁ ରାତି ୮ଟା ଯାଏ ଦୋକାନ ବଜାର ଖୋଲା ରହିବ ବୋଲି ଜଣାଯାଇଛି। … Read More