ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ବିଶ୍ବ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର
ଭୁବନେଶ୍ବର, (ଓଡିଶା ଟାଇମ୍): ଦୀର୍ଘ ୫ମାସ ପରେ ଆଜି ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଖୋଲିଥିବା ଜଣାଯାଇଛି। କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ ଅନୁସାରେ ସୂର୍ଯ୍ୟମନ୍ଦିର ଖୋଲିଛି । କରୋନା କଟକଣା କାରଣରୁ ଏହି ଐତିହାସିକ ପର୍ଯ୍ୟଟନ ସ୍ଥଳ ପର୍ଯ୍ୟଟକଙ୍କ ପାଇଁ … Read More