ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭୁବନେଶ୍ବର, (ଓଡିଶା ଟାଇମ୍) :ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ସରକାରୀ ବାବୁ । ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଭିଜିଲାନ୍ସ ହାତରେ ଧରିପଡିଛନ୍ତି ।

ଖବର ଅନୁଯାୟୀ,  ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ବେଆଇନ ପଥର ଖାଦାନରୁ ଟ୍ରକ ଛାଡ଼ିଦେବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଛି ଭିଜିଲାନ୍ସ । ଢେଙ୍କାନାଳ ଭିଜିଲାନ୍ସ ଲାଞ୍ଚ ଟଙ୍କା ସହ ଗିରଫ କରିଛି। ଏହି ଅନିୟମିତତା ନେଇ ଖୋଲାତାଡ଼ ଜାରି ରଖିଛି ଭିଜିଲାନ୍ସ ।

Leave a Reply

Your email address will not be published. Required fields are marked *